ଅର୍ଥ ବ୍ୟବସ୍ଥା ଲାଗି ବିନାଶକାରୀ ଲକ୍‌ଡାଉନ: କ୍ରିସ ଉଡ୍‌

ନୂଆଦିଲ୍ଲୀ,୨୫।୪:ଭାରତ ଏବଂ ଇଣ୍ଡୋନେସିଆ ଭଳି ଦେଶଗୁଡିକ ଲାଗି ଲକ୍‌ଡାଉନ ବିନାଶକାରୀ। ଏହା ଦ୍ୱାରା ଅର୍ଥ ବ୍ୟବସ୍ଥା ଏବଂ ଲୋକଙ୍କର ବିଶେଷ ମଙ୍ଗଳ ସାଧନ କରି ହେବ ନାହିଁ। ଲୋକଙ୍କ ଲାଗି ନିଯୁକ୍ତି କ୍ଷେତ୍ରରେ ବିଶେଷ ସୁବିଧା ସୁଯୋଗ ନ ଥିବାରୁ ଲକ୍‌ଡାଉନ ଭାରତ ଲାଗି ଏକ ବିନାଶକାରୀ ପଦକ୍ଷେପ ବୋଲି ଜାଫେରୀର ଇକ୍ୱିଟି ଷ୍ଟ୍ରାଟେଜି ବିଭାଗ ଗ୍ଲୋବାଲ ମୁଖ୍ୟ ଖ୍ରୋଷ୍ଟୋଫର ଉଡ୍‌ ମତବ୍ୟକ୍ତ କରିଛନ୍ତି। ସେ କହିଛନ୍ତି ଯେ, ଆମେରିକା କ୍ଷୁଦ୍ର ବାଣିଜ୍ୟକୁ ବଞ୍ଚାଇବା ଲାଗି ୩୪୯ ବିଲିୟନ ଡଲାରର ଏକ ଯୋଜନା ହାତକୁ ନେଇଛି। ଏଥିରେ କର୍ମଚାରୀଙ୍କୁ ବେତନ ନିରାପତ୍ତା, ଛୋଟ ଛୋଟ କମ୍ପାନୀଗୁଡିକ ଲାଗି ଋଣ ମାଫ ପଦକ୍ଷେପ ମଧ୍ୟ ସାମିଲ ରହିଛି। ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ଉପୁଜିବା କ୍ଷେତ୍ରରେ ମଧ୍ୟ କର୍ମଚାରୀଙ୍କ ଲାଗି କମ୍ପାନୀ ବ୍ୟବସ୍ଥା ହାତକୁ ନେଇଛନ୍ତି। ଲକ୍‌ଡାଉନ ଯୋଗୁ ଭାରତୀୟ ବ୍ୟାଙ୍କଗୁଡିକର ସମସ୍ୟା ଦେଖାଯିବ। କାରଣ କମ୍ପାନୀଗୁଡିକ କାରବାର ହରାଇବା ଯୋଗୁ ଦେବାଳିଆ ସ୍ଥିତିକୁ ଯିବାର ବେଶି ସମ୍ଭାବନା ରହିଛି। ସେହିଭଳି ମଧ୍ୟ ପ୍ରାଚ୍ୟ ତେଲ ଉତ୍ପାଦନକାରୀ କମ୍ପାନୀଗୁଡିକ ଏବେ କ୍ଷତିରେ ଚାଲିଥିବାରୁ ଭାରତକୁ ରେମିଟାନ୍ସରେ ମଧ୍ୟ ସମସ୍ୟା ଉପୁଜିବ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨:   ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...

୨୦୩୦ରେ ଅବସର ନେବାକୁ ଥିବା ପ୍ରାଇଭେଟ କର୍ମଚାରୀଙ୍କୁ ମିଳିବ ଏତିକି ଦରମା, ଏମିତି କରନ୍ତୁ ହିସାବ

ନୂଆଦିଲ୍ଲୀ,୧୫।୧୨:ପ୍ରାଇଭେଟ କ୍ଷେତ୍ରର କର୍ମଚାରୀମାନେ ପ୍ରାୟତଃ ସେମାନଙ୍କର ବାର୍ଦ୍ଧକ୍ୟ ସୁରକ୍ଷା ବିଷୟରେ ଚିନ୍ତିତ ଥାଆନ୍ତି। ତଥାପି, ଯଦି ଆପଣଙ୍କର PF କଟାଯାଏ, ତେବେ ନିରାଶ ହେବାର କୌଣସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri