ଅର୍ଥ ବ୍ୟବସ୍ଥା ଲାଗି ବୁଷ୍ଟର

ନୂଆଦିଲ୍ଲୀ,୧୪।୫: ଦେଶର ଅର୍ଥବ୍ୟବସ୍ଥା ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ କରୋନା ଜନିତ ଲକ୍‌ଡାଉନ ପାଇଁ ଅର୍ଥ ବ୍ୟବସ୍ଥାକୁ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କାରୁ ଉର୍ଦ୍ଧ୍ୱ କ୍ଷତି ସହିବାକୁ ପଡିଛି। ଏବେ ଗତ କିଛି ସପ୍ତାହ ଧରି ଦେଶରେ ଲକ୍‌ଡାଉନ ପାଇଁ ଆର୍ଥତ୍କ କାର୍ଯ୍ୟକଳାପ ବନ୍ଦ ହୋଇ ପଡିଥିବାରୁ ଅନେକ ଲୋକ ନିଯୁକ୍ତି ହରାଇଛନ୍ତି। ଦେଶର ଅର୍ଥ ବ୍ୟବସ୍ଥା ବେହାଲ ହୋଇଛି। ଏମ୍‌ଏସ୍‌ଏମ୍‌ଇଗୁଡିକର ଅଣ୍ଟା ଭାଙ୍ଗି ଯାଇଛି । ବେକାରି ହାର ବଢ଼ି ବଢ଼ି ଚାଲିଛି। ଅର୍ଥ ବ୍ୟବସ୍ଥାକୁ ଗତି ପ୍ରଦାନ କରିବା ଲାଗି ସରକାର ପ୍ୟାକେଜ ଘୋଷଣା କରନ୍ତୁ ବୋଲି ବିଭିନ୍ନ ଅଂଶୀଦାରଙ୍କ ପକ୍ଷରୁ ଦାବି ହୋଇ ଆସୁଥିଲା। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦ ଲକ୍ଷ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ପ୍ୟାକେଜ ସମ୍ପର୍କରେ ପ୍ୟାକେଜ ନେଇ ବିସ୍ତୃତ ବିବୃତି ରଖିଛନ୍ତି । ଏହି ପ୍ୟାକେଜ ଅର୍ଥ ବ୍ୟବସ୍ଥା ଲାଗି ବୁଷ୍ଟର ହେବ ବୋଲି ଅଂଶୀଦାର ମତ ପ୍ରକାଶ କରିଛନ୍ତି। ହେଲେ ଏହାର ପ୍ରକୃତ ଫାଇଦା କ’କଣ ହେଉଛି ତାହା ମଧ୍ୟ ଦେଖିବାକୁ ବାକି ରହିଲା ବୋଲି ଅଂଶୀଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri