ଅର୍ଥନୈତିକ ଅନିଶ୍ଚିତତା ସୃଷ୍ଟି କରିଛି ୟୁଏସ୍‌-ଚାଇନା ଟ୍ରେଡ୍‌ ଓ୍ବାର

ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଏବଂ ଚାଇନା ମଧ୍ୟରେ ଉପୁଜିଥିବା ବାଣିଜ୍ୟ ଯୁଦ୍ଧ ବିଶ୍ୱରେ ଅର୍ଥନୈତିକ ଅନିଶ୍ଚିତତା ସୃଷ୍ଟି କରିଛି। ଏହା ଲାଗି ରହିଲେ ଆଗାମୀ ଦିନରେ ସାରା ବିଶ୍ୱର ଯୋଗାଣ ଚେନ୍‌ ଆହୁରି କ୍ଷତିଗ୍ରସ୍ତ ହେବା ସହ ବିଶ୍ୱ ବଜାର ଏହା ଦ୍ୱାରା ଗଭୀର ଭାବେ ପ୍ରଭାବିତ ହେବ ବୋଲି ସିଙ୍ଗାପୁରର ଉପପ୍ରଧାନ ମନ୍ତ୍ରୀ ହେଙ୍ଗ ସ୍ବେ କିଟ୍‌ କହିଛନ୍ତି। ଇଣ୍ଡିଆ ଇକୋନୋନିକ ସମିଟରେ ଅବସରରେ ଯୋଗଦେଇ ସେ କହିଛନ୍ତି ଯେ, ବିଶ୍ୱର ଅଭିବୃଦ୍ଧି ଧାରାକୁ ଫେରାଇ ଆଣିବା ଲାଗି ଅର୍ଥନୀତି କ୍ଷେତ୍ରରେ ଢାଞ୍ଚାଗତ ନୀତି ଉପରେ କାର୍ଯ୍ୟ କରିବାକୁ ହେବ। ଏହାବାଦ ବାଣିଜ୍ୟ ପ୍ରତିଯୋଗିତା ଟେକ୍ନୋଲୋଜି ଚେନ୍‌ ମଧ୍ୟ ପ୍ରଭାବିତ ହେଉଥିବାର ସମ୍ଭାବନା ଉପୁଜିଥିବା ସେ ମତ ଦେଇଛନ୍ତି। ମୁଦ୍ରା ଓ ବିତ୍ତିୟ ନୀତି ଦ୍ୱାରା ବିଶ୍ୱର ଅର୍ଥନୀତିଗୁଡିକ ସେମାନଙ୍କ ପ୍ରଭାବିତ ସ୍ଥିତିକୁ ସ୍ଥିତାବସ୍ଥାକୁ ଆଣିପାରିବେ। ଏଥିଲାଗି ବିଭିନ୍ନ ନିୟମରେ ପରିବର୍ତ୍ତନ, ଆଇନ, ନିବେଶ ନିୟମରେ ସଂଶୋଧନ ଦ୍ୱାରା ନିବେଶକଙ୍କ ଉତ୍ସାହ ବୃଦ୍ଧି କରାଯାଇ ପାରିବ। ଏହାବାଦ ଦୀର୍ଘ ମିଆଦି ନୀତି ନିବେଶ ଲାଗି ଅଭିନବତା ଉପରେ କାର୍ଯ୍ୟ କରିବାକୁ ହେବ। ପୁଞ୍ଜି ଏବଂ ଶ୍ରମକୁ ବିଚାର କରି ନୂଆ ନିୟମ ଆଣିବାକୁ ହେବ ବୋଲି କିଟ୍‌ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

Odisha Budget 2026: ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ଏତିକି ଟଙ୍କା…

ଭୁବନେଶ୍ୱର,୨୧।୨: ଓଡ଼ିଶା ସରକାର ଆଜି ୩,୧୦,୦୦୦ କୋଟି ଟଙ୍କାର ଐତିହାସିକ ବଜେଟ୍ ଆଗତ କରିଛନ୍ତି ।ଚଳିତ ବର୍ଷ ବଜେଟରେ ଓଡିଶାର ବିଭିନ୍ନ କ୍ଷେତ୍ର ପାଇଁ ସରକାର ହାତ…

ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର  ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର…

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

 ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ  ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ…

‘ଋଷିକୁଲ୍ୟା ନଦୀର ସୁରକ୍ଷା ହେଉ’

ଧରାକୋଟ,୨୧ା୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଋଷିକୁଲ୍ୟା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନଦୀ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାର ସୋରଡା ବ୍ଲକ ଅଧୀନ ଗାଜଲବାଡ଼ି ପଞ୍ଚାୟତ ପିପଳପଙ୍କାରେ…

ମୁଁ କହିଥିଲି ମୁଁ ଗଲେ ମୋ ପୁଅକୁ ତଳକୁ ଓହ୍ଲାଇବ: ଏମିତି କହିଥିଲେ …

ଭୁବନେଶ୍ୱର,୨୧।୨: କିସ୍‌ ଛାତ୍ର ମୃତ୍ୟୁ ଘଟଣାରେ ତଦନ୍ତ ଦାବିକଲେ ଉକ୍ତ ଛାତ୍ରଙ୍କ ବାପା। ପୁଅର ମତ୍ୟୁକୁ ନେଇ ସନ୍ଦେହ ପ୍ରକାଶ କଲେ ବାପା। ସେ କହିଛନ୍ତି, ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri