Posted inଖେଳ

ଅଲିମ୍ପିକ୍ସରୁ ଭାରତକୁ ୬ ପଦକ ସମ୍ଭାବନା

ଭୁବନେଶ୍ୱର, ୧୭।୨(କ୍ରୀଡ଼ା ପ୍ରତିନିଧି)- ଟୋକିଓରେ ହେବାକୁଥିବା ଅଲିମ୍ପିକ୍ସରେ ଭାରତକୁ ଅତିକମ୍‌ରେ ୬ ପଦକ ମିଳିବା ସମ୍ଭାବନା ରହିଛି ବୋଲି ଓଡ଼ିଶାର କ୍ରୀଡ଼ା ସମୀକ୍ଷକମାନେ ମତପ୍ରକାଶ କରିଛନ୍ତି। ସ୍ଥାନୀୟ ଓଡ଼ିଶୀ ଗବେଷଣା କେନ୍ଦ୍ର ପ୍ରେକ୍ଷାଳୟରେ ‘ଓଡ଼ିଶା ଓ ଅଲିମ୍ପିକ୍ସ’ ଶୀର୍ଷକ ଆଲୋଚନାଚକ୍ରରେ ଭାଗନେଇ ପୂର୍ବତନ କ୍ରୀଡ଼ା ପ୍ରଶାସକ ଅଶୋକ ମହାନ୍ତି, କ୍ରୀଡ଼ା ସମୀକ୍ଷକ ସମ୍ବିତ ମହାପାତ୍ର, ଓଡ଼ିଶାର ପ୍ରଥମ ମହିଳା ଫୁଟବଲ ଅଧିନାୟିକା ଗୀତାଞ୍ଜଳି ସାମନ୍ତରାୟ ଓ ଗ୍ଲୋବାଲ ଫିଜିଓଥେରାପି ସେଲ୍‌ର ମୁଖ୍ୟ ମୁକ୍ତି ପ୍ରଶାଦ ଦାଶ ଭାଗନେଇ ଭାରତୀୟ କ୍ରୀଡ଼ାର ବିଭିନ୍ନ ଦୃଶ୍ୟପଟ ଉପରେ ଆଲୋଚନା କରିଥିଲେ। ୧୯୮୬ରୁ କ୍ରୀଡ଼ା ଛାତ୍ରାବାସ ହେବାପରଠାରୁ ବହୁ ଖେଳରେ ଓଡ଼ିଆ ଖେଳାଳି ସୃଷ୍ଟି ହୋଇଛନ୍ତି ବୋଲି ମତପ୍ରକାଶ ପାଇଥିଲା। ବିଭିନ୍ନ କ୍ରୀଡ଼ାର ଭିତ୍ତିଭୂମୀ ପାଇଁ ଓଡ଼ିଶା ସରକାର ଅଧିକ ଧ୍ୟାନଦେବାକୁ ଗୀତାଞ୍ଜଳି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri