Posted inଖେଳ

ଅଲ୍‌ ଇଂଲଣ୍ଡ ଚାମ୍ପିୟନଶିପ୍‌ରୁ ଓହରିଲେ ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୬ା୩ (ପି.ଟି.)-କରୋନା ଭାଇରସ୍‌ ସଂକ୍ରମଣ ଆଶଙ୍କାରେ ଭାରତର କେତେଜଣ ବ୍ୟାଡମିଣ୍ଟନ ଖେଳାଳି ଆସନ୍ତା ସପ୍ତାହରେ ହେବାକୁଥିବା ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରୁ ଓହରିଯାଇଛି। ମାର୍ଚ୍ଚ ୧୧ରୁ ଆରମ୍ଭ ହେବାକୁଥିବା ସମ୍ମାନଜନକ ପ୍ରତିଯୋଗିତା ସିଜନର ପ୍ରଥମ ଓ୍ବାଲର୍‌ଡ ଟୁର୍‌ ସୁପର ୧୦୦୦ ଟୁର୍ନାମେଣ୍ଟ। ଏହାକୁ ଟୋକିଓ ଅଲିମ୍ପିକ୍ସ ୨୦୨୦ ପାଇଁ ଏକ ଯୋଗ୍ୟତା ପର୍ଯ୍ୟାୟ ଟୁର୍ନାମେଣ୍ଟ ଭାବେ ବିବେଚନା କରାଯାଏ। ଭାରତୀୟ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ (ବାଇ)ର ସମ୍ପାଦକ ଅଜୟ ସିଂଘାଣିଆଙ୍କ ସୂଚନା ଅନୁସାରେ ଟପ୍‌ ଡବଲ୍ସ ଯୋଡ଼ି ଚିରାଗ ଶେଟ୍ଟି ଓ ସାତ୍ତ୍ମିକ ସାଇରାଜ ରାଙ୍କିରେଡ୍ଡୀ, ମନୁ ଅତ୍ରୀ ଓ ବି. ସୁମିତ ରେଡ୍ଡୀ, ଏଚ୍‌.ଏସ. ପ୍ରଣୟ, ସମୀର ବର୍ମା ଏବଂ ସୌରଭ ବର୍ମା ପ୍ରମୁଖ ଏହି ପ୍ରତିଯୋଗିତାରୁ ଓହରିଯାଇଛନ୍ତି। ତେବେ ସାଇନା ନେହ୍ବାଲ, ପି. ଭି. ସିନ୍ଧୁ, କିଡାମ୍ବି ଶ୍ରୀକାନ୍ତ, ଅଶ୍ୱିନ ପୋନ୍ନାପ୍ପା ଓ ଏନ. ସିକ୍କି ରେଡ୍ଡୀ ଏବଂ ପ୍ରଣବ ଜେରି ଚୋପ୍ରା ପ୍ରମୁଖ ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିବେ। ସୂଚନାଯୋଗ୍ୟ, କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇ ଇତିମଧ୍ୟରେ ସମଗ୍ର ବିଶ୍ୱରେ ୩,୧୦୦ ଲୋକ ମୃତ୍ୟୁ ବରଣ କରିସାରିଥିବାବେଳେ ୯୧,୦୦୦ରୁ ଅଧିକ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri