Posted inପୁରୀ

ଅଲ୍‌ ଓଡ଼ିଶା ଟେଲର ଶ୍ରମିକ ଆସୋସିଏଶନ ପକ୍ଷରୁ ମାଗଣା ମାସ୍କ ବଣ୍ଟନ

ନିମାପଡ଼ା,୧।୪(ଡି.ଏନ.ଏ.): ମହାମାରୀ କରୋନା ସଂକ୍ରମଣ ସଚେତନତା ପରିପ୍ରେକ୍ଷୀରେ ଅଲ୍‌ ଓଡ଼ିଶା ଟେଲର ଶ୍ରମିକ ଆସୋସିଏଶନ ପକ୍ଷରୁ ନିମାପଡ଼ା ପୂର୍ଣ୍ଣେଶ୍ୱର ମହାଦେବଙ୍କ ମନ୍ଦିର ନିକଟରେ ୫ଶହ ଲୋକଙ୍କୁ ହାତତିଆରି ମାସ୍କ ବଣ୍ଟନ କରାଯାଇଛି। ଆସୋସିଏଶନର ରାଜ୍ୟ ସଭାପତି କୁନଚନ୍ଦ୍ର ବେହେରା, ରାଜ୍ୟ ସମ୍ପାଦକ କୃଷ୍ଣଚନ୍ଦ୍ର ବିନ୍ଧାଣି ରତ୍ନ ପ୍ରମୁଖ ଲୋକମାନଙ୍କୁ ମାଗଣାରେ ମାସ୍କ ବଣ୍ଟନ କରିଥିଲେ। ଏହାସହ କରୋନା ସମ୍ପର୍କରେ ସାରା ଦେଶ ଓ ରାଜ୍ୟରେ ପାଳିତ ହେଉଥିବା ଲକ୍‌ଡାଉନ ବ୍ୟବସ୍ଥା ଓ ସାମାଜିକ ଦୂରତା ରକ୍ଷା, ଜରୁରୀ ନ ଥିଲେ ଘରୁ ନ ବାହାରିବା, ହ୍ୟାଣ୍ଡଓ୍ବାଶରେ ହାତ ଧୋଇବା ପାଇଁ ଆସୋସିଏଶନର କର୍ମକର୍ତ୍ତାମାନେ ଲୋକମାନଙ୍କୁ ସଚେତନ କରିଥିଲେ। ବଣ୍ଟାଯାଉଥିବା ଏହି ମାସ୍କଗୁଡିକ ଟେଲର ଭଉଣୀଭାଇମାନେ ନିଜେ ପ୍ରସ୍ତୁତ କରିଥିବା ସଭାପତି ବେହେରା ଓ ସମ୍ପାଦକ ବିନ୍ଧାଣୀରତ୍ନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri