ଅଲ୍‌-କାଇଦା ଆତଙ୍କବାଦୀଙ୍କୁ ତାଲିମ୍‌ ଦେଇଥିଲା ଆଇଏସ୍‌ଆଇ: ମାନିଲେ ଇମ୍ରାନ୍‌

ନ୍ୟୁୟର୍କ,୨୪।୯: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଅଲ୍‌-କାଇଦା ଆତଙ୍କବାଦୀଙ୍କୁ ତାଲିମ୍‌ ଦେଇଥିଲା। ଏନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ନ୍ୟୁୟର୍କର ସେଣ୍ଟର ଫର୍‌ ଫରେନ୍‌ ରିଲେଶନ୍‌ ପକ୍ଷରୁ ଆୟୋଜିତ ଏକ ବୈଠକରେ ସୂଚନା ଦେଇଛନ୍ତି। ଏଥିରେ ପାକିସ୍ତାନ ସୈନ୍ୟ ବାହିନୀ ମଧ୍ୟ ଆବଶ୍ୟକ ସହଯୋଗ କରିଥିବା ସେ କହିଛନ୍ତି। ଆଫଗାନୀସ୍ତାନରେ ଆତଙ୍କବାଦୀ ଆକ୍ରମଣ ଜାରି ରଖିବା ପାଇଁ ଅନ୍ୟ କେତେକ ସଂଗଠନର ସଦସ୍ୟଙ୍କୁ ମଧ୍ୟ ତାଲିମ୍‌ ଦିଆଯାଇଥିଲା ବୋଲି ଇମ୍ରାନ୍‌ ମନ୍ତବ୍ୟ ଦେଇଛନ୍ତି। ପାକିସ୍ତାନର ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ଇମ୍ରାନ୍‌ ଏଭଳି ତଥ୍ୟ ବାହାରେ ପ୍ରକାଶ କରିଛନ୍ତି। ଏବେ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri