ଅଳାବାଙ୍କ କାଳୀ ପୂଜା ଆରମ୍ଭ

ଡେରାବିଶ, ୨୭।୧୦ (ସ୍ବ.ପ୍ର.): ଡେରାବିଶ ବ୍ଲକ ଅଧୀନ ଅଳାବାଙ୍କ ଛକଠାରେ ଦୀପାବଳି ଅବସରରେ ରବିବାରଠାରୁ କାଳୀ ପୂଜା ଆରମ୍ଭ ହୋଇଛି। ପୂଜାକୁ ସୁବ୍ୟବସ୍ଥିତ କରିବା ସକାଶେ ପୂଜା କମିଟି ପକ୍ଷରୁ ବହୁ ବ୍ୟବସ୍ଥା କରାଯାଇଛି। ପୂର୍ବାହ୍ନରୁ ପୂଜା ଆରମ୍ଭ ହୋଇଥିବା ବେଳେ ସୁସଜ୍ଜିତ ତୋରଣ, ରଙ୍ଗବେରଙ୍ଗର ଆଲୋକମାଳା ସ୍ଥାନୀୟ ପରିବେଶକୁ ଆହୁରି ଭକ୍ତିମୟ କରିଛି। ମା’ଙ୍କ ଆଗମନରେ ଉତ୍ସବମୁଖର ହୋଇଛି ଅଳାବାଙ୍କ ଗ୍ରାମ। ଅନୁକୂଳ ପାଗ ଯୋଗୁ ଶ୍ରଦ୍ଧାଳୁଙ୍କ ଭିଡ଼ ବେଶ୍‌ ଜମି ଥିବା ବେଳେ ଆଇନ ଶୃଙ୍ଖଳା ରକ୍ଷା ପାଇଁ ସଦର ଥାନା ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ଛେଳି କଲେ, ତା’ପରେ ତାଲା ଭାଙ୍ଗି ବ୍ୟାଙ୍କରେ ପଶିଲେ: ୩ ଜଣଙ୍କୁ…

ଅତାବିରା/ଗୋଡ଼ଭଗା, ୭/୮(ଯୁଧିଷ୍ଠିର ମହାପାତ୍ର / ସୁରେଶ ଦାଶ ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ପଞ୍ଚାୟତ ସ୍ଥିତ ୟୁକୋ ବ୍ୟାଙ୍କରେ ବିଳମ୍ବିତ ରାତିରେ ଚୋରି…

ଘୋଷଣା ହେଲା ନୂଆଁଖାଇ ଲଗ୍ନ: ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ

ବଲାଙ୍ଗୀର, ୭।୮( ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ…

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri