ଅଶ୍ୱତ୍ଥମା ଚରିତ୍ରରେ ଅଭିନୟ କରିବେ ଭିକି

ମୁମ୍ବାଇ: ଅଭିନେତା ଭିକି କୌଶଲ ପୁନଶ୍ଚ ‘ଉରି: ଦି ସର୍ଜିକାଲ ଷ୍ଟ୍ରାଇକ୍‌’ର ନିର୍ଦ୍ଦେଶକ ଆଦତ୍ୟ ଧରଙ୍କ ପରବର୍ତ୍ତୀ ଫିଲ୍ମରେ ଅଶ୍ୱତ୍ଥମା ଭୂମିକାରେ ଅଭିନୟ କରିବାକୁ ଯାଉଛନ୍ତି। ଏହି ପ୍ରୋଜେକ୍ଟରେ ଭିକିଙ୍କ ସହିତ କାମ କରିବାକୁ ଯାଉଥିବା ଆଦିତ୍ୟ ସୁନିଶ୍ଚିତ କରାଇଛନ୍ତି। ଉକ୍ତ ଫିଲ୍ମ ଏକ ପିରିୟଡ ଡ୍ରାମା ବୋଲି ଚର୍ଚ୍ଚା ହେଉଛି। କିନ୍ତୁ ନିର୍ଦ୍ଦେଶକଙ୍କ ମୁଖପାତ୍ରଙ୍କ ସୂଚନା ଅନୁଯାୟୀ ଏହା ଏକ ପିରିୟଡ ଫିଲ୍ମ ନୁହେଁ। ଏହା ଆଧୁନିକ ସମୟର ଏକ ସୁପରହିରୋ ଆକ୍ସନ ଫିଲ୍ମ। ମହାଭାରତର କଥାବସ୍ତୁ ଅନୁସାରେ ଅଶ୍ୱତ୍ଥମା ହେଉଛନ୍ତି ଗୁରୁ ଦ୍ରୋଣାଚାର୍ଯ୍ୟଙ୍କ ପୁତ୍ର। ସେ କୁରୁକ୍ଷେତ୍ର ଯୁଦ୍ଧରେ କୌରବଙ୍କ ସାଥିରେ ରହି ପାଣ୍ଡବଙ୍କ ବିରୋଧରେ ଯୁଦ୍ଧ କରିଥିଲେ।

ବର୍ତ୍ତମାନ ନିର୍ଦ୍ଦେଶକ ଉକ୍ତ ଫିଲ୍ମ ସମ୍ପର୍କରେ ପରୀକ୍ଷା ନିରୀକ୍ଷା ଚଳାଇଛନ୍ତି। ଏହାର ଶୁଟିଂ କାର୍ଯ୍ୟ ଖୁବ୍‌ ଶୀଘ୍ର ଆରମ୍ଭ ହେବ। ତେବେ ଏହାର ରିଲିଜ ୨୦୨୦ ମଧ୍ୟଭାଗରେ ହେବା ଲକ୍ଷ୍ୟ ରଖାଯାଇଛି।

ଭିକି ମଧ୍ୟ ସୁୁଜିତ୍‌ ସର୍‌କାରଙ୍କ ଉଦ୍ଧାମ ସିଂ ବାୟୋପିକ୍‌ରେ ‘ତଖତ୍‌’ ଭୂମିକାରେ ଏବଂ କରନ୍‌ ଜୋହରଙ୍କ ନିର୍ଦ୍ଦେଶିତ ଏକ ହରର୍‌ ଫିଲ୍ମରେ ଦୃଶ୍ୟମାନ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

ଅର୍ଜୁନଙ୍କୁ ମିଳିଲା ବଡ଼ ଅଫର୍‌: ଏବେ…

ବଲିଉଡ ଅଭିନେତା ଅର୍ଜୁନ ରାମପାଲ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସେ ତ ଦମଦାର ଅଭିନୟ କରନ୍ତି କିନ୍ତୁ ‘ଧୂରନ୍ଧର-୨’ରେ ତାଙ୍କର ଖଳନାୟକ ଭୂମିକା ବେଶ୍‌ ପ୍ରଶଂସନୀୟ। ଏହି…

ମୌନି ରୟଙ୍କ ସହ ଛାଡପତ୍ର ଭିତରେ ବିବାହ ଫଟୋ ଡିଲିଟ କଲେ ସ୍ବାମୀ, ଖୁଲାସା କଲେ….

ନୂଆଦିଲ୍ଲୀ,୧୫।୫: ଅଭିନେତ୍ରୀ ମୌନି ରୟ ତାଙ୍କ ସ୍ୱାମୀ ସୂରଜ ନାମ୍ବିଆରଙ୍କଠାରୁ ଅଲଗା ହେଉଥିବା କଥା ନିଶ୍ଚିତ କରିଛନ୍ତି । ଚାରି ବର୍ଷ ବିବାହ ପରେ ଏହି ନିଷ୍ପତ୍ତି…

ଛାଡପତ୍ର ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲେ ମୌନି ରୟ, କହିଲେ-ମୋର ଆଉ ସୂରଜଙ୍କ…

ମୁମ୍ବାଇ: ଅଭିନେତ୍ରୀ ମୌନି ରୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ବହୁତ ଦିନ ଧରି ଖବରରେ ଅଛନ୍ତି। ସ୍ବାମୀ ସୂରଜ ନାମ୍ବିଆରଙ୍କ ଠାରୁ ତାଙ୍କର ଛାଡପତ୍ର ଗୁଜବ…

ତ୍ରିଶାଙ୍କୁ ବଡ଼ ଝଟକା: ଥଲାପତି ବିଜୟଙ୍କ ସ୍ବତନ୍ତ୍ର ଅନୁମତି ସତ୍ତ୍ୱେ ବି…

ଚେନ୍ନାଇ,୧୪।୫: ଦକ୍ଷିଣ ସୁପରଷ୍ଟାର ସୂର୍ଯ୍ୟ ଏବଂ ତ୍ରିଶା କୃଷ୍ଣନଙ୍କ ଫିଲ୍ମ “କରୁପ୍ପୁ”ର ପ୍ରଥମ ଦିନର ଶୋ’ ବାତିଲ କରାଯାଇଛି। ଫିଲ୍ମଟି ମେ ୧୪ ତାରିଖରେ ରିଲିଜ ହେବାର…

ଏତିକି ଟଙ୍କାର ଡ୍ରେସ୍‌ ପିନ୍ଧି ରେଡ କାର୍ପେଟରେ ଚାଲି ଚର୍ଚ୍ଚାରେ ଉର୍ବଶୀ

ଅଭିନେତ୍ରୀ ଉର୍ବଶୀ ରାଉତେଲା ନିକଟରେ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ରେଡ କାର୍ପେଟରେ ଚାଲି ଖୁବ୍‌ ପ୍ରଶଂସା ସାଉଁଟିଛନ୍ତି। ସେ ତାଙ୍କର ଲୁକ ଏବଂ ପୋଷାକ ସହିତ ପ୍ରଶଂସକମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri