ଅଷ୍ଟପୁର ଅଞ୍ଚଳରେ ଭୟଙ୍କର ବିସ୍ଫୋରଣ, ରେମୁଣା ପୋଲିସର ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ, ୩।୧୦: ବାଲେଶ୍ୱର ଜିଲା ରେମୁଣା ଥାନା ଅଧୀନ ଅଷ୍ଟପୁର ଅଞ୍ଚଳରେ ଗୁରୁବାର ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ଘରର ଆସବାବପତ୍ର ଭାଙ୍ଗିରୁଜି ଯାଇଥିବା ସହ ଉପର ମହଲା ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି। ଏଥିରେ କେହି ମୃତାହାତ ହୋଇନାହାନ୍ତି। ବିସ୍ଫୋରଣର କାରଣ ଜଣାପଡ଼ି ନ ଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ବାଣ ନଚେତ ଗ୍ୟାସ୍‌ ଟାଙ୍କି ଫାଟିବାରୁ ଏହି ବିସ୍ଫୋରଣ ଘଟିଥିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ସ୍କୁଲ ଗେଟ୍‌ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…

ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍‌.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍‌…

ସିବିଏସ୍‌ଇ ପରୀକ୍ଷାରେ ଦୁଇ ଯାଆଁଳା ଭଉଣୀଙ୍କ କମାଲ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁଷୋଲ ଗ୍ରାମ ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ…

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି।…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri