Posted inଜାତୀୟ

ଅଷ୍ଟମ ଥର ପାଇଁ ଟ୍ରମ୍ପ୍‌ଙ୍କୁ ଭେଟିଲେ ମୋଦି

ଅହମଦାବାଦ୍‌,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭାରତ ଗସ୍ତରେ ଆସି ଅହମଦାବାଦ୍‌ରେ ସୋମବାର ପହଞ୍ଚିଛନ୍ତି। ବିମାନବନ୍ଦରରେ ମୋଦି ଟ୍ରମ୍ପ୍‌ଙ୍କୁ ସ୍ବାଗତ କରିଛନ୍ତି। ଏହା ଟ୍ରମ୍ପ୍‌ଙ୍କର ପ୍ରଥମ ଭାରତ ଗସ୍ତ। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା ପୂର୍ବରୁ ୭ ଥର ଟ୍ରମ୍ପ୍‌ଙ୍କୁ ଭେଟିଛନ୍ତି। ଏବେ ଅଷ୍ଟମ ଥର ପାଇଁ ‘ନମସ୍ତେ ଟ୍ରମ୍ପ୍‌’ କାର୍ଯ୍ୟକ୍ରମରେ ମୋଦି ତାଙ୍କୁ ଭେଟିଛନ୍ତି। ଭାରତର ସାଧାରଣ ନିର୍ବାଚନ ପରେ ମୋଦି ଆମେରିକା ଗସ୍ତରେ ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏବେ ଟ୍ରମ୍ପ୍‌ ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଭାରତ ଗସ୍ତରେ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri