ଅଷ୍ଟିଓପୋରୋସିସ୍‌ରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ସାଲାଡ୍‌ ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ସାଲାଡ୍‌ରେ ବିଭିନ୍ନ ଭିଟାମିନ୍‌, ଫୋଲିକ୍‌ ଏସିଡ୍‌, କ୍ୟାଲସିୟମ, ମ୍ୟାଗ୍ନେସିୟମ, ଲୌହ ଓ ପୋଟାସିୟମ ଭଳି ପୁଷ୍ଟିକର ଉପାଦାନ ରହିଥାଏ। ଯାହା ଶରୀରର ରୋଗ ପ୍ରତିରୋଧକ ଶକ୍ତିକୁ ବଢ଼ାଇବା ସହିତ ହାଡ଼କୁ ମଜଭୁତ ରଖିଥାଏ। ଅଷ୍ଟିଓପୋରୋସିସ୍‌ ନ ହେବାପାଇଁ ପ୍ରତିଦିନ ସାଲାଡ୍‌ ଖାଇବା ଆବଶ୍ୟକ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି । ଶରୀରରେ କ୍ୟାଲସିୟମସ୍ତର କମ୍‌ ହୋଇଯାଇଥିଲେ ସାଲାଡ୍‌ ଖାଇବା ଦ୍ୱାରା ବିଶେଷ ଉପକାର ମିଳେ। ପ୍ରତିଦିନ ସାଲାଡ୍‌ ଖାଇବା ଦ୍ୱାରା ଶରୀରକୁ ତନ୍ତୁ ଜାତୀୟ ଖାଦ୍ୟ ଉପଯୁକ୍ତ ମାତ୍ରାରେ ଯାଇଥାଏ। ଫଳରେ ମେଦବହୁଳତା ହେବାର ଆଶଙ୍କା ହ୍ରାସ ପାଇଥାଏ। ଡାଇବେଟିସ୍‌ ରୋଗୀଙ୍କ ସାଲାଡ୍‌ ଅତ୍ୟନ୍ତ ଉପଯୋଗୀ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ସାଲାଡ୍‌ ଖାଇବା ଦ୍ୱାରା ଶରୀରରେ କୋଲେଷ୍ଟରଲ୍‌ ମାତ୍ରା କମିଥାଏ। ଫଳରେ ହାର୍ଟ ଆଟାକ୍‌ ଆଶଙ୍କା କମ୍‌ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଦୁଃଖ: ମିଳିଲାନି ଟୋକନ, ଚିକିତ୍ସା ପାଇଁ କମ୍ ଦରରେ ଧାନ ବିକିଲେ ଚାଷୀ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) :  ଧାନବିକ୍ରି ପଞ୍ଜିକରଣରୁ ବାଦ୍ ପଡିଥିବା ଯୋଗୁଁ ବରଗଡ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫରେ ଅମଳ ଧାନ ବିକ୍ରି କରି ପାରି…

ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ବାଧ୍ୟତାମୂଳକ ନିୟମ ପ୍ରତ୍ୟାହୃତ

ନୂଆଦିଲ୍ଲୀ,୧୯ା୪: ଆପଲ୍‌, ସାମ୍‌ସଙ୍ଗ ଓ ଅନ୍ୟାନ୍ୟ ସ୍ମାର୍ଟଫୋନ୍‌ ନିର୍ମାଣକାରୀ କମ୍ପାନୀର ବିରୋଧ ପରେ ଭାରତ ସରକାର ସମସ୍ତ ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ସଂଯୋଗ କରିବା ଯୋଜନାରୁ ଓହରିଯାଇଛନ୍ତି।…

ଆମେ ନୀରବ

ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ କରିଛନ୍ତି। ଏହି ଯୁଦ୍ଧରେ ବିଶ୍ୱର ଅନ୍ୟ ଦେଶ ପରି ଭାରତ ମଧ୍ୟ ନକାରାତ୍ମକ ଭାବରେ ପ୍ରଭାବିତ ହୋଇଛି। ପ୍ରକୃତରେ ଇରାନୀୟଙ୍କୁ ଛାଡ଼ି…

ସଦିଚ୍ଛା ଥିଲେ ସଫଳତା ନିଶ୍ଚୟ ମିଳେ

ଓସିରିସ୍‌ ଏଗ୍ରିଟେଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଅଧୀନ ‘ଓଡ଼ିଶା କଫି’ର ପ୍ରତିଷ୍ଠାତା ହେଉଛନ୍ତି ପ୍ରୀତି ପଲ୍ଲବୀ ପଟ୍ଟନାୟକ। କୋରାପୁଟ କଫିର ପ୍ରଚାରପ୍ରସାର କ୍ଷେତ୍ରରେ ‘ଓଡ଼ିଶା କଫି’ର ଯଥେଷ୍ଟ ଅବଦାନ…

‘ଫେମିନା ମିସ୍‌ ଇଣ୍ଡିଆ’ ମୁକୁଟ ପିନ୍ଧିଲେ ସାଧ୍‌ଭୀ ସୈଲ୍‌

ଭୁବନେଶ୍ୱର,୧୯ା୪ (ଅନୁରାଧା ମହାରଣା): ଭୁବନେଶ୍ୱରସ୍ଥିତ କିଟ୍‌ ବିଶ୍ୱବିଦ୍ୟାଳୟରେ ଶନିବାର ‘ଫେମିନା ମିସ୍‌ ଇଣ୍ଡିଆ ୨୦୨୬’ର ୬୧ତମ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଆୟୋଜିତ ଏହି…

ଚଢ଼ାଉ ବେଳେ ଟ୍ରାକ୍ଟର ଚଢ଼ାଇ ଦେଲେ: ତହସିଲଦାର ଗୁରୁତର

ଯାଜପୁର/ବ୍ୟାସନଗର (ହର୍ଷବର୍ଦ୍ଧନ ବେହେରା/ ପବିତ୍ର ରଞ୍ଜନ ମହାନ୍ତି), ୧୯ା୪ : ମାଟି ଚୋରାଚାଲାଣ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଯାଜପୁର ଜିଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ…

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଆକ୍ରମଣ

ନବାତିହ,୧୮ା୪: ଲେବାନନ୍‌ ସହ ଇସ୍ରାଏଲ୍‌ର ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ର ମେଫାଡାଉନ୍‌ ଗ୍ରାମ ବାହାରେ ୨ଟି ଆମ୍ବୁଲାନ୍ସ ଉପରେ…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri