ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ବବ୍‌ଙ୍କ ପରଲୋକ

ସିଡ୍‌ନୀ,୧୬ା୫(ଏଏଫ୍‌ପି):ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ବବ୍‌ ହକ୍‌ଙ୍କର ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ସେ ୧୯୮୩ରୁ ୧୯୯୧ ପର୍ଯ୍ୟନ୍ତ ଲେବର ପାର୍ଟିର ନେତା ଥିଲେ ଏବଂ ୪ ଥର ପ୍ରଧାନମନ୍ତ୍ରୀ ନିର୍ବାଚିତ ହୋଇଥିଲେ। ଲେବର ପାର୍ଟି ପ୍ରଧାନମନ୍ତ୍ରୀ ଭାବେ ସେ ସର୍ବାଧିକ କାଳ କ୍ଷମତାରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କୋ ଉପରେ ୪୦୦ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ୍‌

ମସ୍କୋ, ୨୧।୭: ରୁଷ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ୟୁକ୍ରେନ ସେନା ରୁଷ୍‌ର ରାଜଧାନୀ ମସ୍କୋକୁ ଲକ୍ଷ୍ୟ କରି…

ୟୁକ୍ରେନରେ ବଡ଼ ଦୁର୍ଘଟଣା: ଓଡ଼େଶା ବନ୍ଦରରେ ଜାହାଜ ଉପରେ ଆକ୍ରମଣ, ୪ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୭: ୟୁକ୍ରେନର ଓଡ଼େଶା ବନ୍ଦରରୁ ବାହାରୁଥିବା ଏକ ବାଣିଜି୍ୟକ ଜାହାଜ ‘MV ଗୋଲଡେନ ଲିଓ’ (MV Golden Leo) ଉପରେ ହୋଇଛି ଭୟଙ୍କର ଆକ୍ରମଣ। ଏହି ଆକ୍ରମଣରେ…

‘ସଂସଦ ଚଲୋ’ ବିକ୍ଷୋଭ ବେଳେ ବିକ୍ଷୋଭକାରୀଙ୍କୁ ପୋଲିସର ଲାଠିଚାର୍ଜ

ନୂଆଦିଲ୍ଲୀ,୨୦ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଯନ୍ତରମନ୍ତରଠାରେ ସିଜେପି ପକ୍ଷରୁ ସୋମବାର ଧାରଣା ଦିଆଯାଇଥିଲା। ଏହି ଅବସରରେ ସିଜେପି…

FIFA ଫାଇନାଲରେ ହାରିବା ପରେ ଆର୍ଜେଣ୍ଟିନାରେ ଦଙ୍ଗା, ପୋଲିସକୁ ପଥର ମାଡ

ନୂଆଦିଲ୍ଲୀ,୨୦।୭: ଫିଫା ବିଶ୍ୱକପ୍ ଫାଇନାଲରେ ସ୍ପେନ୍ ଠାରୁ ଦଳର ପରାଜୟ ପରେ ଆର୍ଜେଣ୍ଟିନାରେ ଦଙ୍ଗା ଆରମ୍ଭ ହୋଇଛି। ଆର୍ଜେଣ୍ଟିନାର ଖେଳାଳି ଲିଓନେଲ୍ ମେସି ତାଙ୍କ ଶେଷ ବିଶ୍ୱକପ୍…

ଫିଫା ବିଶ୍ୱକପ ଟ୍ରଫି ପ୍ରଦାନ କରିବା ପରେ ମଧ୍ୟ ଡୋନାଲ୍ଡ ଟ୍ରମ୍ପ କାହିଁକି ମଞ୍ଚ ଛାଡିଲେ ନାହିଁ? ଏବେ ହେଉଛନ୍ତି ଟ୍ରୋଲ

ନ୍ୟୁୟର୍କ,୨୦।୭: ଆମେରିକାର ନ୍ୟୁ ଜର୍ସୀରେ ଅନୁଷ୍ଠିତ ଫିଫା ବିଶ୍ୱକପ 2026 ଫାଇନାଲରେ ଆର୍ଜେଣ୍ଟିନାକୁ 1-0 ଗୋଲରେ ପରାସ୍ତ କରି ସ୍ପେନ ବିଶ୍ୱ ଚାମ୍ପିୟନ ହେବାର ଗୌରବ ଅର୍ଜନ…

ଖୁସି ଖବର ଦେଲେ ଆମେରିକା ଉପରାଷ୍ଟ୍ରପତି

ଓ୍ବାଶିଂଟନ,୨୦।୭: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ଘରେ ଖୁସି ଆସିଛି। ତାଙ୍କ ପତ୍ନୀ, ଆମେରିକାର ଦ୍ୱିତୀୟ ମହିଳା ଉଷା ଭାନ୍ସ, ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି।…

Hormuz Ship Blast: ହର୍ମୁଜ ପ୍ରଣାଳୀ ପାର ହେଉଥିବା ଦୁଇଟି ଜାହାଜରେ ବିସ୍ଫୋରଣ, ଗୋଟିଏରେ ତେଲ ସହ ଏଲପିଜି ଥିବା ବେଳେ ଅନ୍ୟଟିରେ ଥିଲା ସାର!

ତେହରାନ,୨୦।୭: ବିଶ୍ୱ ତୈଳ ଯୋଗାଣ ପାଇଁ ଜୀବନରେଖା ବିବେଚିତ ହର୍ମୁଜ ପ୍ରଣାଳୀରେ ବିସ୍ଫୋରଣର ରିପୋର୍ଟ ପୁଣି ଥରେ ଆଲୋଡ଼ନ ସୃଷ୍ଟି କରିଛି। ବିଳମ୍ବିତ ରାତିରେ ନୌସେନା ଖଣି…

ତରଳ ଲୁଣ, ମଣିଷ ଝାଳ: ଆସୁଛି ଅଭିନବ ‘ବ୍ୟାଟେରି’ ପ୍ରଯୁକ୍ତି

ନ୍ୟୁୟର୍କ, ୨୦ା୭: ବିଶ୍ୱରେ ଅକ୍ଷୟ ଶକ୍ତି କ୍ଷେତ୍ରରେ ସବୁଠାରୁ ବଡ଼ ଚ୍ୟାଲେଞ୍ଜ ହେଉଛି ପ୍ରାକୃତିକ ଉତ୍ସରୁ ମିଳୁଥିବା ବିଦ୍ୟୁତ୍‌କୁ ଦୀର୍ଘ ସମୟ ଧରି ସଂରକ୍ଷିତ କରି ରଖିବା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri