ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ

ବଇଣ୍ଡା, ୨୮ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳର ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ଶନିବାର ଚେରଖଣ୍ଡି ଗ୍ରାମର ଶିକ୍ଷକ ମାନସ ରଞ୍ଜନ ନାୟକଙ୍କୁ ଗିରଫ କରିଛି । ଏ ସଂକ୍ରାନ୍ତରେ ନଂ. ୩୩/୨୦ରେ ମାମଲା ରୁଜୁ କରାଯାଇ ତାଙ୍କୁ କୋର୍ଟଚାଲାଣ କରାଯାଇଛି । ପୋଲିସ କହିଛି, ମାନସ ସମ୍ପୃକ୍ତା ଛାତ୍ରୀଙ୍କୁ ଟିଉସନ କରନ୍ତି । ଏକ ସ୍କୁଲ କୋଠରିରେ ଛାତ୍ରୀଙ୍କୁ ସେ ଅସଦାଚରଣ କରିବା ସହ ଏ ସମ୍ପର୍କରେ କାହାରିକୁ କହିଲେ ହତ୍ୟା ଧମକ ଦେଇଥିବା ନେଇ ପରିବାର ଲୋକେ ଅଭିଯୋଗରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋଦାବଳି ପାଇଁ ରାସ୍ତାରୁ ହଟୁନିି ଗଛ

ପାଟଣା,୯ା୫(ବୀର କିଶୋର ଦାଶ): ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପୂର୍ତ୍ତ ବିଭାଗ ତୁରୁମୁଙ୍ଗା ଚମ୍ପୁଆ କାଞ୍ଜିଆଶୁଳା ମୁଖ୍ୟରାସ୍ତାର ନେଉଳିପଶି ନିକଟରେ ଶୁକ୍ରବାର ସକାଳେ ଏକ ବିରାଟକାୟ ଠାକୁରାଣୀ…

କାମ ସାରି ଫେରୁଥିଲେ, ଧକ୍କା ଦେଇ ଚମ୍ପଟ ମାରିଲା ବାଇକ୍‌; ଚାଲିଗଲା ଯୁବକଙ୍କ ଜୀବନ, ସଙ୍ଗାତ ମାମୁ…

ଦିଗପହଣ୍ଡି,୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଝରିପଦର ଗ୍ରାମ ନିକଟରେ ଅଜଣା ବାଇକ ଧକ୍କାରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି।ମୃତକ…

ବରଗଡ଼ ଜିଲା ପ୍ରିମିୟର ଲିଗ୍: ସମଲେଶ୍ୱରୀ ଇଲେଭେନ ବିଜୟୀ

ବରଗଡ଼,୮।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା କ୍ରିକେଟ୍ ଆସୋସିଏଶନ୍, ବରଗଡ଼ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ୮ମ ବରଗଡ଼ ଜିଲଖ ପ୍ରିମିୟର ଲିଗର ପଞ୍ଚମ ଦିବସ ଶୁକ୍ରବାର ଅନୁଷ୍ଠିତ ପ୍ରଥମ…

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …

ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri