ଅସରଳା ଗ୍ରାମରେ ୫ ଘରେ ପଶିଲେ ଚୋର: ୬ ଲକ୍ଷ ଟଙ୍କା ସହ ନେଇଗଲେ ସୁନା, ରୁପା, ପିତଳ, କଂସା ବାସନ

ବୋଲଗଡ଼,୧୪।୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ଅସରଳା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଚୋରି ହୋଇଛି। ଚୋରମାନେ ଗ୍ରାମର ୫ ଜଣଙ୍କ ଘରେ ପଶିଥିବା ଜଣାପଡ଼ିଛି। ତେବେ ଗ୍ରାମର ଶ୍ରୀନିବାସ ସ୍ବାଇଁ ଏବଂ ତାଙ୍କ ଭାଇଙ୍କ ଘରୁ ପ୍ରାୟ ୬ ଲକ୍ଷ ଟଙ୍କା ସହ ୯ଭରି ସୁନା ଓ ୭ ଭରି ରୁପା ଅଳଙ୍କାର ଦୁର୍ବୃତ୍ତମାନେ ଚୋରିକରି ନେଇଛନ୍ତି। ଏ ନେଇ ଶ୍ରୀନିବାସ ମଙ୍ଗଳବାର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ଘରେ ଥିବା କଂସା ଓ ପିତଳ ବାସନକୁସନକୁ ମଧ୍ୟ ଦୁର୍ବୃତ୍ତମାନେ ନେଇ ପଳାଇଛନ୍ତି। ଶ୍ରୀନିବାସଙ୍କ ଝିଆରୀ ବାହାଘର ପାଇଁ ତାଙ୍କ ଘରେ ସୁନା ଅଳଙ୍କାର ଓ ଟଙ୍କା ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri