ଅସରାଏ ବର୍ଷାରେ ରାସ୍ତାରେ ପାଣି

ଶେରଗଡ଼,୨।୬(ଡି.ଏନ.ଏ.)- ଶେରଗଡରେ ରବିବାର ସନ୍ଧ୍ୟା ପ୍ରାୟ ୫ଟାରେ ବର୍ଷା ହୋଇଥିଲା। ପ୍ରାୟ ୩୦ ମିନଟ ଧରି ବର୍ଷା ହେବା ଫଳରେ କାଳିଆ ହୋଟେଲ ଛକରୁ ବଜାରକୁ ସଂଲଗ୍ନ କରୁଥିବା ରାସ୍ତାରେ ଦେଢ ଫୁଟର ପାଣି ଜମିଯାଇଥିଲା। ଫଳରେ ଲୋକେ ଯାତାୟାତର ସମସ୍ୟା ଦେଖା ଦେଇଥିଲା। ଗାଡିମୋଟର ସବୁ ଅଟକି ରହିଥିଲେ। ପ୍ରାୟ ଏକ ଘଣ୍ଟା ପରେ ଧୀରେଧୀରେ ପାଣି ଖାଲି ହୋଇଥିଲା। ଉକ୍ତ ରାସ୍ତା ବଡ଼ଗଡ଼ ପୂର୍ତ୍ତ ବିଭାଗ ଅଧିନରେ ଥିବାବେଳେ ରାସ୍ତା ପାଶ୍ୱରେ ନାଳ ନଥିବାରୁ ଏପରି ସମସ୍ୟା ସୃଷ୍ଟି ହୋଇଥିଲା। ଏନେଇ ଶେରଗଡ଼ ଗ୍ରାମବାସୀ ବିଭିନ୍ନ ସମୟରେ ବିଭାଗୀୟ ଅଧିକାରୀଙ୍କୁ ଅଭିଯୋଗ କରିଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ପାଣି ପାଇଁ ମହାସଂଗ୍ରାମ: ପିଏଚଡି କାର୍ଯ୍ୟାଳୟ ଘେରିଲେ ମହିଳା, ବିଭାଗୀୟ ଅଧିକାରୀ ଦେଲେ ଏମିତି ପ୍ରତିଶ୍ରୁତି

ଛତ୍ରପୁର,୨୮।୫ (ଦିଲ୍ଲୀପ ସାମଲ): “ପାଣି ଟୋପେ ପାଇଁ ଜୀବନ ବିକଳ, ପ୍ରଶାସନ କିନ୍ତୁ ନିଦାବିଷ୍ଣୁ।” ଏଭଳି ଏକ ଚରମ ଅସନ୍ତୋଷ ପ୍ରକାଶ କରି ଆଜି ଛତ୍ରପୁର ପୌର…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri