ଅସଲି ନାଁରେ ବଲିଉଡ୍‌ ଚରିତ୍ର

ମୁମ୍ବାଇ: ବଲିଉଡ୍‌ରେ ଏମିତି କେତେଜଣ କଳାକାର ଅଛନ୍ତି ଯେଉଁମାନେ ଅଭିନୟ ସମୟରେ ନିଜ ନାଁ ରଖିବାକୁ ପସନ୍ଦ କରି ନ ଥାଆନ୍ତି। ହେଲେ ଏଠି ଆଉ କେତେଜଣ ଅଭିନେତ୍ରୀ ଅଭିନେତା ରହିଛନ୍ତି ଯେଉଁମାନେ ନିଜ ନିଜ ଅସଲ ନାଁକୁ ପରଦାରେ ବ୍ୟବହାର କରିସାରିଛନ୍ତି। ଫିଲ୍ମ ‘ସାନଦାର’ରେ ନାୟିକା ଆଲିଆ ଭଟ୍ଟ ନିଜ ଅସଲ ନାଁରେ ନଜର ଆସିଥିଲେ। ୧୯୮୩ରେ ପରଦାକୁ ଆସିଥିଲା ଫିଲ୍ମ ‘ବେତାବ’ ଏଥିରେ ନାୟକ ସନ୍ନି ଦେଓଲ ମୁଖ୍ୟ ଚରିତ୍ରରେ ଥିବା ବେଳେ ଏଥିରେ ସେ ତାଙ୍କ ନିଜ ନାଁକୁ ବ୍ୟବହାର କରିଥିଲେ। ‘ସୋଲଜର’ ଫିଲ୍ମରୁ କ୍ୟାରିୟର ଆରମ୍ଭ କରିଥିବା ଡିମ୍ପଲ ଗର୍ଲ ପ୍ରିତି ଜିଣ୍ଟା ଏହି ଫିଲ୍ମରେ ପ୍ରୀତି ଭୂମିକାରେ ହିଁ ନଜର ଆସିଥିଲେ। ସେହିପରି ବିଗ୍‌ ବି ଅମିତାଭତାଙ୍କ ଅସଲ ନାଁକୁ ଫିଲ୍‌ ‘ସମିତାଭ’ରେ ବ୍ୟବହାର କରିଥିଲେ। ତେବେ ଅସଲ ନାଁରେ ଫିଲ୍ମରେ ପରିଚୟ ପାଇଥିବା କଳାକାରଙ୍କ ଫିଲ୍ମ ମଧ୍ୟ ବକ୍ସ ଅଫିସରେ ହୋଇଥିଲା ହିଟ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଖମ୍ବରେ ଝୁଲୁଛି ମୃତଦେହ: ଅଞ୍ଚଳରେ ବଢୁଛି ଚର୍ଚ୍ଚା

ବରୀ, ୭।୯ (ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ, ରାମଚନ୍ଦ୍ରପୁର ଥାନା ଅଧୀନସ୍ଥ ଗୋଳକୁଣ୍ଡ ପଞ୍ଚାୟତର ମେଣ୍ଢ ନିକଟରେ ଅର୍ଦ୍ଧନିର୍ମିତ ବ୍ରାହ୍ମଣୀ ସେତୁର ଏକ ଖମ୍ବରେ ଝୁଲନ୍ତା…

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri