ଜି.ଉଦୟଗିରି,୬ା୪(ଡି.ଏନ.ଏ.)-ଜି.ଉଦୟଗିରି ସହରରେ ଏନ୍ଏସି ତରଫରୁ ୧୩ ୱାର୍ଡରେ କରୋନା ନେଇ ସଚେତନ କରାଯିବା ସହିତ ସହରର କେତେକ ସ୍ଥାନରେ ଥିବା ନିରାଶ୍ରୟ ପରିବାରକୁ ଘରେ ରୋଷେଇ କରି ଖାଇବା ନିମନ୍ତେ ଚାଉଳ, ଡାଲି, ତେଲ, ଆଳୁ, ପିଆଜ ଆଦି ରୋଷେଇ ଜିନିଷ ଦିଆଯାଇଛି ବୋଲି ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସଞ୍ଜୀବ କୁମାର ମହାପାତ୍ର କହିଛନ୍ତି। ସହରକୁ ବିଶୋଧନ କରାଯିବା ସହିତ ସଫେଇକୁ ଗୁରୁତ୍ୱ ଦିଆଯାଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ହାଲ୍ରେ ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର…
ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ
ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…
ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍
ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…
ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି
କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…
ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର
ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…
ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି
ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…
ବସ୍ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼
କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…
ମୁକୁଳା ଡ୍ରେନ୍ରେ ପଡ଼ିଛି ଗାଈ
ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

