ଅସହାୟଙ୍କୁ ଖାଦ୍ୟ ସାମଗ୍ରୀ ପ୍ରଦାନ

ରାଇରଙ୍ଗପୁର, ୩ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ପୌର ପରିଷଦ ପକ୍ଷରୁ ସହରରେ ଥିବା ଗରିବ, ଅସହାୟ ଓ ଅଟକି ରହିଥିବା ପଡ଼ୋଶୀ ଝାରଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟର ଶ୍ରମିକମାନଙ୍କୁ ଖାଦ୍ୟ ସାମଗ୍ରୀ ପ୍ରଦାନ କରାଯାଇଛି। ପୌରାଞ୍ଚଳର ୧୫ଟି ଓ୍ବାର୍ଡର ମୋଟ ୭୭୯ ଜଣଙ୍କୁ ଶୁଖିଲା ଖାଦ୍ୟ ଦିଆଯାଇଛି। ପଡ଼ୋଶୀ ରାଜ୍ୟର ୪୫୯ ଜଣ ଶ୍ରମିକ ଲକଡାଉନ ଯୋଗୁ ନିଜ ରାଜ୍ୟକୁ ଫେରି ପାରି ନ ଥିତ୍ବାରୁ ସେମାନଙ୍କୁ ମଧ୍ୟ ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଇଛି। ସ୍ଥାନୀୟ ମେଡିକାଲରେ ଚିକିତ୍ସାଧୀନ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଇଥିବା ଜଣା ପଡ଼ିଛି। ସେହିପରି କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ଲାଗି ରାଇରଙ୍ଗପୁର ଦମକଳ ବାହିନୀ ପକ୍ଷରୁ ସହରାଞ୍ଚଳକୁ ସାନିଟାଇଜ କରାଯାଇଛି। କୁଚେଇବୁଢି, ବାଇଦାପୋଷି, ପୁରୁଣାଘାଟି, ଅଁଳାଡୁବା, ପୁରୁଣାପାଣି ଓ ମହୁଲଡିହା ଆଦି ବସ୍ତୀ ଅଞ୍ଚଳକୁ ସାନିଟାଇଜ କରାଯାଇଛି। ଦମକଳ କେନ୍ଦ୍ର ଅଧିକାରୀ ଶରତ ଚନ୍ଦ୍ର ସିଂଙ୍କ ନେତୃତ୍ୱରେ ବିଭାଗୀୟ କର୍ମଚାରୀମାନେ ସାନିଟାଇଜ କାର୍ଯ୍ୟରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri