ଅସହାୟଙ୍କୁ ରନ୍ଧାଖାଦ୍ୟ ପ୍ରଦାନ

ଭଣ୍ଡାରିପୋଖରୀ ,୫।୪ (ଡ଼ି.ଏନ.ଏ): ସରକାରଙ୍କ ନିର୍ଦ୍ଦେଶ କ୍ରମେ ଗ୍ରାମାଞ୍ଚଳରେ ଵସବାସ କରୁଥିବା ଅସହାୟ ଲୋକମାନଙ୍କୁ ରନ୍ଧାଖାଦ୍ୟ ବଣ୍ଟନ କରାଯାଉଛି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରଣଜିତ ପଞ୍ଚାୟତ ସରପଞ୍ଚ ମନୋଜ ନାୟକଙ୍କ ତତ୍ତ୍ଵାବଧାନରେ ରାନ୍ଧଖାଦ୍ୟ ବିତରଣ କରାଯାଉଛି। ପଞ୍ଚାୟତର ସିମିଳିଆ,ମଳିପଦି,ମହାମାଲ୍ୟା ପ୍ରଭୃତି ଗ୍ରାମର ଅସହାୟ ଲୋକଙ୍କୁ ଏହି ରନ୍ଧାଖାଦ୍ୟ ପ୍ରଦାନ କରାଯାଉଛି। ସେହିପରି ମାଲଦା ପଞ୍ଚାୟତ ସରପଞ୍ଚ ରୀତାଞ୍ଜଳି ସାମଲ, ନେରଡା ପଞ୍ଚାୟତ ସରପଞ୍ଚ ବଦ୍ରିନାରାୟଣଙ୍କ ତତ୍ତ୍ଵାବଧାନରେ ଆଖୁଆପଦା,ଡାହାଲା,ପୁରିଡା, ଯଶୋଟିକିରି ଆଦି ଗ୍ରାମରେ ଏବଂ ଦକ୍ଷିଣବାଡ଼ ସରପଞ୍ଚ ବିଜୟ ଶଙ୍କର ମହାନ୍ତି,ବାଲିପୋଖରୀ ସରପଞ୍ଚ ରଞ୍ଜୁଲତା ସେଠୀ, ଜଳମଣ୍ଡୁଆ ସରପଞ୍ଚ ଜଗବନ୍ଧୁ ଦାସ,ନିର୍ଗୁଣ୍ଡି ସରପଞ୍ଚ ନମିତା ପାତ୍ର,ନଗୁଆଁ ସରପଞ୍ଚ କମଳ କୁମାର ନନ୍ଦଙ୍କ ତତ୍ତ୍ୱାବଧାନରେ ପଞ୍ଚାୟତର ବିଭିନ୍ନ ଗ୍ରାମରେ ରନ୍ଧାଖାଦ୍ୟ ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri