ବନ୍ତଳା,୨୪।୭(ଡି.ଏନ୍.ଏ.): ଅନୁଗୋଳ ଜିଲା ବନ୍ତଳା ରେଞ୍ଜ ଢେଙ୍କାନାଳ ବନଖଣ୍ଡ ଅଧୀନ ହିନ୍ଦୋଳ ରେଞ୍ଜ କରାବିରା ଗ୍ରାମ ନିକଟ ପୋଖରୀରେ ପଡ଼ି ମଙ୍ଗଳବାର ରାତିରେ ଏକ ଅସୁସ୍ଥ ଦନ୍ତାହାତୀର ମୃତ୍ୟୁ ଘଟିଛି। ଖବର ପାଇ ହିନ୍ଦୋଳ ରେଞ୍ଜ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେତେବେଳକୁ ହାତୀର ମୃତ୍ୟୁ ହୋଇସାରିଥିଲା। ଦନ୍ତା ପାଟିରୁ ଫେଣ ବାହାରିବା ସହିତ ତା’ ଶୁଣ୍ଢରୁ ରକ୍ତସ୍ରାବ ହୋଇଥିଲା। ବୁଧବାର ସକାଳେ ହାତୀର ବ୍ୟବଚ୍ଛେଦ କରାଯିବ।
ହାତୀଟି ପୋଖରୀରେ ପହଁରୁଥିବା ବେଳେ ଆଉ ବାହାରକୁ ବାହାରି ନ ପାରିବାରୁ ଏପରି ଘଟିଥିବା ଜଣାପଡ଼ିଛି।
କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ
ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…
ଫିଲ୍ମ ଷ୍ଟାଇଲ୍ ଲୁଟ୍ ପରେ ପୋଲିସର ଏନ୍କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର
ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ
ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…
ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା
ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…
ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ
ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…
ବିଲକୁ ଯାଇଥିଲେ ୨ ଭାଇ, ହଠାତ୍ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…
ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…
ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….
ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…
ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ
ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…
Archives

