ପାତ୍ରପୁର,୧୬ା୭(ଡି.ଏନ୍.ଏ.)-ଜରଡ଼ା ଥାନା ଅନର୍ଗତ ପାତ୍ରପୁର ଗ୍ରାମ ସାଗର ସାହିର ତ୍ରିନାଥ ସୁବୁଦ୍ଧି ଜ୍ୱରରେ ପୀଡିତ ଥିବାରୁ ରବିବାର ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତାଙ୍କ ସ୍ତ୍ରୀ ସୁମିତ୍ରା ପାଖରେ ଥିଲେ। ରାତିରେ ସୁମିତ୍ରା ସ୍ବାମୀଙ୍କ ବେଡ ପାଖରେ ଶୋଇ ଯାଇଥିଲେ। ସୋମବାର ଭୋରରେ ଉଠିବା ପରେ ସ୍ବାମୀ ସେଠାରେ ନ ଥିବା ଦେଖି ବହୁ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ଅପରାହ୍ନ ପ୍ରାୟ ୨ଟା ପର୍ଯ୍ୟନ୍ତ ଖୋଜିବା ପରେ ସ୍ବାମୀଙ୍କୁ ନ ପାଇ ସୁମତ୍ରା ଘରକୁ ଫେରି ଆସିଛନ୍ତି। ତ୍ରିନାଥ ଘରକୁ ମଧ୍ୟ ଫେରି ନ ଥିବା ଜଣାପଡିଛି।
ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…
ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…
ମଦ ପିଇ ବସ୍ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍ ଆନାଲାଇଜର୍ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍ ସସ୍ପେଣ୍ଡ ସହ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…
ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…
ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…
ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…
ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…
‘ଶିକ୍ଷା ସଚେତନତା ରଥ’ ଉଦ୍ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…
ଚାଲିଛି ଆଇପିଏଲ ସିଜନ୍: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ
ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…
ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା
ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…
ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫
ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…
Archives

