ଅସୁସ୍ଥତା ଯୋଗୁ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା: ୧୭ ଦିନ ପରେ ଆତ୍ମହତ୍ୟା କଲେ ସ୍ବାମୀ

ରତ୍ନଗିରି,୨୦ା୬(ଡି.ଏନ.ଏ.): ବରୀ ବ୍ଲକ ଅଧୀନ ଗୋଳକୁଣ୍ଡ ପଞ୍ଚାୟତ ମେଣ୍ଢ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଉକ୍ତ ଗ୍ରାମର ରଞ୍ଜନ ଦଳେଇ (୨୩) ସ୍ତ୍ରୀଙ୍କ ମୃତ୍ୟୁର ୧୭ ଦିନ ପରେ ଗୁରୁବାର ସକାଳୁ ରଶି ଲଗାଇ ଆମତ୍ହତ୍ୟା କରିଛନ୍ତି। ସୂଚନାଯୋଗ୍ୟ, ୧୭ ଦିନ ପୂର୍ବରୁ ଅସୁସ୍ଥତା ଯୋଗୁ ରଞ୍ଜନଙ୍କ ସ୍ତ୍ରୀ ସସ୍ମିତାଙ୍କର ମୃତ୍ୟୁ ହୋଇଥିଲା। ଦୁଃଖରେ ମର୍ମାହତ ହୋଇ ସ୍ତ୍ରୀଙ୍କ ସମାଧି ନିକଟରେ ରଞ୍ଜନ ଆତ୍ମହତ୍ୟା କରିଛନ୍ତି। ରଞ୍ଜନଙ୍କର ୪ ମାସର ଶିଶୁ ପୁତ୍ର ମଧ୍ୟ ଅଛି। ସ୍ଥାନୀୟ ସରପଞ୍ଚ ଶରତ ଚନ୍ଦ୍ର ଜେନାଙ୍କଠାରୁ ଖବରପାଇ ବରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଏ ନେଇ ଏକ ଅପମୃତ୍ୟୁ ମାମଲା (ନଂ.୯/୨୦୧୯) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri