ଅସ୍ତରଙ୍ଗର ୩ ବେଆଇନ କରତକଳ ଉପରେ ବନବିଭାଗର ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ

କାକଟପୁର,୧୭ା୧୯(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗଠାରେ ବେଆଇନ ଭାବେ ଚାଲିଥିବା ୩ କରତକଳ ଉପରେ ଗୁରୁବାର ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ କରାଯାଇଛିା ଏଥିସହ କରତକଳ ମାଲିକଙ୍କ ନାମରେ ପୃଥକ ପୃଥକ ୩ଟି ମାମଲା ରୁଜୁ ହୋଇଛିା ସରକାରୀ ନିୟମକୁ ନ ମାନି ଅସ୍ତରଙ୍ଗଠାରେ ଏହି କରତକଳଗୁଡ଼ିକ ଚାଲୁଥିବା ନେଇ ଅଭିଯୋଗ ପାଇବା ପରେ ଗୁରୁବାର ପୁରୀ ବନ ବିଭାଗ ଏସିଏଫ୍‌ ରବିନାରାୟଣ ମହାପାତ୍ର, କୋଣାର୍କ ରେଞ୍ଜର ଆଦିତ୍ୟ ନାରାୟଣ ମିଶ୍ର,ଗୋପ ରେଞ୍ଜର କାହ୍ନୁଚରଣ ସେଠୀଙ୍କ ନେତୃତ୍ୱରେ ବନବିଭାଗ କର୍ମଚାରୀମାନେ ସ୍ଥାନୀୟ ପୋଲିସ ସହାୟତାରେ ଅସ୍ତରଙ୍ଗ ସିନେମାହଲ ଛକସ୍ଥିତ ଅଭୟ କୁମାର ଜେନା, ଦେବୀ ଓଝା, ଛବି ବିଶ୍ୱାଳଙ୍କ କରତକଳ ଉପରେ ଚଢ଼ାଉ କରିଥିଲୋ ଘଟଣାସ୍ଥଳରୁ ଲକ୍ଷାଧିକ ଟଙ୍କାର କରତକଳ ଯନ୍ତ୍ରାଂଶ, କାଠପଟା ଜବତ କରାଯାଇଛିା ଅସ୍ତରଙ୍ଗ ବ୍ଲକ ଅଧୀନ ଅଞ୍ଚଳରେ ବେଆଇନ ଭାବେ ୩୦ରୁ ଅଧିକ କରତକଳ ଚାଲୁଥିବା ନେଇ ଅଭିଯୋଗ ହୋଇଆସୁଛିା


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ: ଗ୍ରାମସଭାରେ ଅଧିକାର ପାଇଁ ଉଠିଲା ଦାବି

କର୍ଲାମୁଣ୍ଡା,୨୮।୯(ପ୍ରଦୀପ କୁମାର ସାହୁ): ଦିବ୍ୟାଙ୍ଗ ଜନ ଅଧିକାର ଆଇନ, ୨୦୧୬ ପ୍ରଣୟନର ଦଶ ବର୍ଷ ପୂର୍ତ୍ତି ହୋଇଥିଲେ ମଧ୍ୟ ଗ୍ରାମସଭାଗୁଡ଼ିକରେ ଦିବ୍ୟାଙ୍ଗଜନଙ୍କ ଅଧିକାର ଓ ସରକାରୀ ସୁବିଧା…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?