Posted inଜାତୀୟ

ଅସ୍ଥାୟୀ ଭାବେ ବନ୍ଦ ହେଲା ନେହେରୁ ପ୍ରାଣୀ ଉଦ୍ୟାନ

ହାଇଦ୍ରାବାଦ,୨୮।୯: ହାଇଦ୍ରାବାଦରେ ଲଗାଣ ବର୍ଷା ଯୋଗୁ ସହରର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଯୋଗୁ ମିର ଆଲମ ଟ୍ୟାଙ୍କରେ ପାଣି ଭର୍ତ୍ତି ହୋଇଯିବାରୁ ସହରର ରାସ୍ତାଗୁଡ଼ିକ ଜଳାର୍ଣ୍ଣବ ହୋଇଯାଇଛି। ଟ୍ୟାଙ୍କରେ ଭର୍ତ୍ତି ହୋଇ ଉଛୁଳୁଥିବା ସବୁ ପାଣି ସଫାରିରେ ଥିବା ପୋଖରୀଗୁଡିକୁ ପ୍ରବାହିତ ହେଉଛି। ଏଣୁ ପ୍ରାଣୀ ଉଦ୍ୟାନରେ ପାଣି ପଶିଯିବାରୁ ସଫାରି ବସ୍‌ ଯାତାୟାତ କରିପାରୁ ନାହିଁ। ଫଳରେ ଶନିବାର ପାର୍କ ଅଧିକାରୀଙ୍କ ପକ୍ଷରୁ ନେହେରୁ ପ୍ରାଣୀ ଉଦ୍ୟାନ ସଫାରି ପାର୍କକୁ ଅସ୍ଥାୟୀ ଭାବେ ବନ୍ଦ କରାଯାଇଥିବା ଜଣାପଡ଼ିଛି। ପ୍ରାଣୀଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ନେଇ ପାର୍କ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ପ୍ରାଣୀ ଉଦ୍ୟାନରୁ କିପରି ତୁରନ୍ତ ଜଳ ନିଷ୍କାସନ କରାଯାଇପାରିବ ସେନେଇ ହାଇଦ୍ରାବାଦ ନଗର ନିଗମ ଓ ଜଳସେଚନ ବିଭାଗ ଅଧିକାରୀଙ୍କ ପକ୍ଷରୁ ଉଦ୍ୟମ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କୁ ନାଲି ଆଖି ଦେଖାଉଛନ୍ତି ନେତାନ୍ୟାହୁ ! ଶାନ୍ତି ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରି କହିଲେ -‘ଯେପର୍ଯ୍ୟନ୍ତ ମୁଁ ପ୍ରଧାନମନ୍ତ୍ରୀ…’

ଜେରୁଜେଲମ,୧୬।୬: ଦୀର୍ଘ ଆଲୋଚନା ପରେ, ଆମେରିକା ଏବଂ ଇରାନ ଏକ ଶାନ୍ତି ଚୁକ୍ତିନାମା ଘୋଷଣା କରିଥିଲେ। ତଥାପି, ଇସ୍ରାଏଲ ଆମେରିକା-ଇରାନ ଚୁକ୍ତିନାମାରେ ଗଭୀର ଅସନ୍ତୁଷ୍ଟ ଥିବା ପରି…

ରାସ୍ତାରେ ଉପୁଡ଼ି ପଡିଥିବା ଗଛକୁ ଯାଇ ପିଟିହେଲେ ଅଟୋ-ପିକଅପ୍, ୯…

ନନ୍ଦପୁର,୧୬।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଦେଇ ଯାଇଥିବା ଏମଡିଆର ୫୫ ରାସ୍ତାର ସୀମାଦ୍ରୀ ମଣ୍ଡପ ସମ୍ମୁଖରେ ଏକ ବଡ଼ ଧରଣର…

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ…

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ…

ଭାରତ, ସ୍ଲୋଭାକିଆ ସହଭାଗିତା ବଢ଼ିବ

ବ୍ରାଟିସ୍ଲାଭା,୧୬ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦି ଏବଂ ତାଙ୍କ ସ୍ଲୋଭାକିଆ ପ୍ରତିପକ୍ଷ ରବର୍ଟ ଫିକୋଙ୍କ ମଧ୍ୟରେ ସୋମବାର ଦ୍ୱିପାକ୍ଷିକ ଆଲୋଚନା ପରେ ୨ ଦେଶ ମଧ୍ୟରେ ସହଭାଗିତାକୁ ବ୍ୟାପକ କରିବାକୁ…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର…

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri