ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରେ ନିଆଁ

ବଲାଙ୍ଗୀର ଅଫିସ, ୧୬ା୫-ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଡ଼େଙ୍ଗ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନିର୍ମିତ ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରେ ନିଆଁ ଲାଗି ବ୍ୟାପକ କ୍ଷତି ହୋଇଛି। ଶନିବାର ଅପରାହ୍ନ ପ୍ରାୟ ୪ଟାରେ କେନ୍ଦ୍ରରେ ହଠାତ୍‌ ନିଆଁ ଲାଗ ପାଣି ଉଠାଇବା ମୋଟର, ବିଦ୍ୟୁତ୍‌ ବୋର୍ଡ଼, ୱେୟାରିଂ ତାର ସହ ସ୍କୁଲର ବହୁ କାଗଜପତ୍ର ଜଳିିଯାଇଛି। ଉକ୍ତ କେନ୍ଦ୍ରରେ ଥିବା ୧୨ଜଣ ପ୍ରବାସୀ ଅନ୍ୟ ଏକ କୋଠରୀରେ ରହୁଥିବାରୁ ଏକ ବଡ଼ ଧରଣର ଦୁର୍ଘଟଣାରୁ ବର୍ତ୍ତିଯାଇଛନ୍ତି। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। ଖବର ପାଇ ସଙ୍ଗରୋଧ କେନ୍ଦ୍ରର ନୋଡ଼ାଲ ଅଧିକାରୀ ଅକ୍ଷୟ ମହାନ୍ତି, ସରପଞ୍ଚ ଜେମାମଣୀ ମଲ୍ଲିକ, ନିର୍ବାହୀ ଅଧିକାରୀ ଖଗେଶ୍ୱର କମ୍ପ ଘଟଣାସ୍ଥଳରେ ପହଞ୍ଚି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ଆଜି ବିଧାୟକ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ଫାଇନାଲ: ବାଦିବାହାଲ-ନଅଗାଁ(ଖ) ମଧ୍ୟରେ ମୁକାବିଲା

ଲୋଇସିଂହା,୧୪।୨(ସୁଶାନ୍ତ ବାରିକ):ସ୍ବାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କ ଉଦ୍ୟମ କ୍ରମେ ଲୋଇସିଂହା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଧାୟକ କପ୍‌ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେଉଛି। ଶୁକ୍ରବାର ବଲାଙ୍ଗୀର ଜିଲା ଲୋଇସିଂହା ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri