ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗଲେ ୩୦ପ୍ରବାସୀ

ଜୁନାଗଡ,୧୭।୫(ଡି.ଏନ୍‌.ଏ.)-ତାମିଲନାଡୁର କୋଏମ୍ବାଟୁରରେ ଫସି ରହିଥିବା କଳାହାଣ୍ଡି ଜିଲାର ୩୦ଜଣ ପ୍ରବାସୀ ରବିବାର ଏକ ବସ୍‌ ଯୋଗେ ଆସି ଜୁନାଗଡରେ ପହଞ୍ଚିଥିଲେ। ଏଥିରେ ଜୁନାଗଡ ବ୍ଲକର ୧୫, ଧର୍ମଗଡର ୧୦ ଓ କୋକସରା ବ୍ଲକର ୫ଜଣ ଶ୍ରମିକ ରହିଛନ୍ତି। ସମସ୍ତେ କୋଏମ୍ବାଟୁରର ଏକ ସୂତାକଳରେ କାମ କରୁଥିଲେ। ବସ୍‌ ଡ୍ରାଇଭର ଜୁନାଗଡ ସହର ନିକଟ ହାତୀନଦୀ ବ୍ରିଜଠାରେ ସେମାନଙ୍କୁ ଛାଡିଦେଇ ଚାଲିଯାଇଥିଲେ। ଖବର ପାଇ ଜୁନାଗଡ ବ୍ଲକ ପ୍ରଶାସନ ପକ୍ଷରୁ ଯନ୍ତ୍ରୀ ସଞ୍ଜୟ କୁମାର ମଲ୍ଲିକ, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ମହେଶ କୁମାର ସାହୁ, ମହିଚଲା ସରପଞ୍ଚ ଅଜୟ କୁମାର ବେହେରା, ଆଇନଜୀବୀ ପ୍ରଦ୍ୟୁମ୍ନ କୁମାର ରାଉତ, ଜିଆରଏସ୍‌ ଶିବ ପଟ୍ଟନାୟକ, କଲିଙ୍ଗା ସାହୁ ପହଞ୍ଚି ସେମାନଙ୍କୁ ଜଳପାନ ଦେବା ସହ ମିନିବସ୍‌ରେ ରଣପୁର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ନେଇ ଛାଡି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ ଆରମ୍ଭ କରି ଠିକାଦାର ଫେରାର, ଯାତାୟାତ ପାଇଁ ଲୋକେ…

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ମଶାଣିବନ୍ଧ ଗ୍ରାମର ଏମ୍‌ଇ ସ୍କୁଲ ନିକଟରେ ଆର୍‌ଡି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତାକାମ…

ରୁପ୍ରା ରୋଡ଼ ରେଳ ଷ୍ଟେଶନରେ ଟ୍ରେନ ରହଣି ପାଇଁ ତେଜୁଛି ଦାବି: ପ୍ରତିଶ୍ରୁତି ଦେଲେ ରେଳ ମହାପ୍ରବନ୍ଧକ

କେସିଙ୍ଗା/ନର୍ଲା, ୨୯।୭(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କୋଭିଡ ସମୟରେ ପୂର୍ବତଟ ରେଳବାଇର ସମ୍ବଲପୁର ଡିଭିଜନ ଅଧୀନ ରୁପ୍ରାରୋଡ଼ ରେଳ ଷ୍ଟେଶନରେ ଦ୍ରୁତଗାମୀ ଟ୍ରେନ ଗୁଡିକ ରହୁଥିଲା। ଏବେ କିନ୍ତୁ…

୮୦ ବର୍ଷ ବୟସରେ ୩ ସ୍ବର୍ଣ୍ଣ ପଦକ ଜିତିଲେ ଦୁର୍ଗାଚରଣ: କଳାହାଣ୍ଡି ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୯।୭:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାର ବଗିଚା ପଡ଼ାସ୍ଥିତ ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଏଏସପି) ଦୁର୍ଗାଚରଣ ମିଶ୍ର ନେପାଳର ପୋଖରାଠାରେ ଗତ ୨ ଦିନ…

କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ…

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଲୋକଙ୍କଠାରୁ ମୋବାଇଲ-ଟଙ୍କା ଲୁଟ୍‌ କରୁଥିଲେ ଦୀପୁ: ମାଡ଼ିବସିଲା ପୋଲିସ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ଅଞ୍ଚଳରେ ଲୁଟପାଟ ଓ ଚୋରି ଘଟଣାରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବାରମ୍ବାର ମୋବାଇଲ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri