ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଚୋରି

ଜୁନାଗଡ,୮।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କଳିଆକୁଣ୍ଡଲ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର(ଟିଏମ୍‌ସି) କୋଠାରେ ରହୁଥିବା ଜଣେ ପ୍ରବାସୀଙ୍କ ମୋବାଇଲ, ଘଣ୍ଟା ଓ ଜିନ୍ସ ପାଣ୍ଟ ଚୋରି ହୋଇଛି। ଏ ନେଇ ସୋମବାର ସ୍ଥାନୀୟ ପଞ୍ଚାୟତ କର୍ମଚାରୀ ଥାନାରେ ଅଭିଯୋଗ କରିଛନ୍ତି।
ପୋଲିସ କହିଛି, କଳିଆକୁଣ୍ଡଲ ଟିଏମ୍‌ସିରେ ଗତ କିଛିଦିନ ହେଲା କୋକସରା ଅଞ୍ଚଳର ଜଣେ ପ୍ରବାସୀ ରହୁଛନ୍ତି। ଗତ ଶୁକ୍ରବାର ପ୍ରବାସୀ ଜଣକ ରାତିରେ ଶୋଇଥିବାବେଳେ କେହି ଦୁର୍ବୃତ୍ତ ତାଙ୍କ ମୋବାଇଲ, ଘଣ୍ଟା ଓ ଜିନ୍ସ ପାଣ୍ଟକୁ ନେଇଯାଇଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି। ଖୁବଶୀଘ୍ର ଅଭିଯୁକ୍ତଙ୍କୁ ଧରାଯିବ ବୋଲି ଜୁନାଗଡ ଥାନାଧିକାରୀ ଉତ୍ତମ କୁମାର ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଭଉଣୀ ଜ୍ୱାଇଁ ଘରକୁ ଯାଉଥିଲେ ପ୍ରଧାନଶିକ୍ଷକ, ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ଭବାନୀପାଟଣା,୫ା୧୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମାଲଗାଁ ପଞ୍ଚାୟତର କୁସୁମଦର ଗ୍ରାମ କେନାଲ ରାସ୍ତାରେ ଗୁରୁବାର ଏକ ପିକ୍‌ଅପ ଭ୍ୟାନ...

୨ ବିଦ୍ୟାଳୟରୁ ଲୁଟି ନେଲେ ସୋଲାର ଲାଇଟ୍‌

ପଲମ,୪ା୧୨(ଭିକାରି ଗଉଡ଼): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ଗାଡ଼େବନ୍ଦ ପଞ୍ଚାୟତର ଗୁଣପୁର ପ୍ରାଥମିକ ବିଦ୍ୟାଳୟ ଓ ରାଣିପଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରୁ ସୋଲାର...

୫ ଦିନରେ ୨ ଚାଷୀଙ୍କ ଧାନ କ୍ରୟ

ଭବାନୀପାଟଣା,୪।୧୨(ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲାରେ ଗତ ନଭେମ୍ବର ୨୯ରୁ ଚଳିତ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ ହୋଇଥିଲା। ପ୍ରଥମ କରି ଗୋଲାମୁଣ୍ଡା ବ୍ଲକ...

ନାବାଳିକାଙ୍କୁ ଘରକୁ ଖାଇବାକୁ ଡାକି ବଳାତ୍କାର, ଚିତ୍କାର କରିବାରୁ…

ଲାଞ୍ଜିଗଡ଼,୩ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ବଳ ପୂର୍ବକ ବଳାତ୍କାର ଅଭିଯୋଗରେ ଅଭିଯୁକ୍ତ...

ଖସୁଛି ପାରଦ, ବଢୁଛି ଶୀତ କଳାହାଣ୍ଡିରେ ଘନ କୁହୁଡି

ଭବାନୀପାଟଣା,୩ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ପାରଦ ଖସୁଥିବାବେଳେ ଶୀତର ପ୍ରକୋପ ବଢୁଛି। ସୁଲୁସୁଲିଆ ପବନ ସାଙ୍ଗକୁ ଘନ କୁହୁଡିର ଆସ୍ତରଣ ଘୋଡ଼େଇ ହୋଇଛି। ବଦଳି ଯାଇଛି...

ଟୋକିମରା ପର୍ବ ପାଇଁ ଗାଁରୁ ସହର ଚଳଚଞ୍ଚଳ: ମାଟି ମାତାଙ୍କ ସନ୍ତୁଷ୍ଟି ପାଇଁ ଆସନ୍ତା ୨୮ରେ…

ଥୁଆମୂଳ ରାମପୁର,୧।୧୨-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ମା’ମାଟି, ମା’ମାଟି ଦେବତାଙ୍କର ପୂଜା ସକାଶେ ଗାଁ ଠାରୁ ସହର ଏବେଠୁ ଚଳଚଞ୍ଚଳ ହେଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri