ଆର୍ଚର, ରଏଙ୍କ ମ୍ୟାଚ୍ ଫି କଟିଲା

ନଟ୍ଟିଂହାମ, ୪୬(ପି.ଟି.)- ଆଇସିସି ଆଚରଣ ସଂହିତା ଉଲ୍ଲଂଘନ କରିଥତ୍ବା କାରଣରୁ ଦୁଇ ଇଂଲଣ୍ଡ କ୍ରିକେଟର ଜୋଫ୍ରା ଅାର୍ଚର ଓ ଜୋ ରୁଟ୍ଙ୍କୁ ଅାଥର୍ତ୍କ ଦଣ୍ଡରେ ଦଣ୍ଡିତ କରାଯାଇଛି ସୋମବାର ଏଠାରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥତ୍ବା ଅାଇସିସି ବିଶ୍ୱକପ୍ର ୬ ନମ୍ବର ମ୍ୟାଚ୍ରେ ଅାର୍ଚର ଅମ୍ପାୟରଙ୍କ ନିଷ୍ପତ୍ତିରେ ଅସନ୍ତୋଷ ଜାହିର କରିବା ଏବଂ ରଏ ଖରାପ ଭାଷା କହିଥତ୍ବାରୁ ଉଭୟଙ୍କୁ ଜରିମାନା କରାଯାଇଛି ସେମାନଙ୍କ ମ୍ୟାଚ୍ ଫିର ୧୫ ପ୍ରତିଶତ ଅର୍ଥ କାଟି ଦିଅାଯାଇଛି ପାକିସ୍ତାନ ଇନିଂସର ୧୪ତମ ଓଭରରେ ଏକ ମିସ୍ ଫିଲ୍ଡିଂକୁ ନେଇ ରଏ ଖରାପ ଭାଷା ବ୍ୟବହାର କରିଥତ୍ଲେ, ଯାହାକୁ ଅମ୍ପାୟର ସ୍ପଷ୍ଟଭାବେ ଶୁଣିପାରିଥତ୍ଲେ ସେହିଭଳି ୨୭ତମ ଓଭରରେ ଅମ୍ପାୟରଙ୍କ ଏକ ନିଷ୍ପତ୍ତିରେ ଜୋଫ୍ରା ନିରାଶ ବ୍ୟକ୍ତ କରି ଅସନ୍ତୋଷ ଜାହିର କରିଥତ୍ଲେ ଅପରପକ୍ଷରେ ସ୍ଲୋ ଓଭର ପାଇଁ ପାକିସ୍ତାନ ଅଧତ୍ନାୟକ ସର୍ଫରାଜ ଅହମ୍ମଦଙ୍କ ୨୦ ପ୍ରତିଶତ ଓ ଅନ୍ୟ ସାଥୀ ଖେଳାଳିଙ୍କ ୧୦ ପ୍ରତିଶତ ମ୍ୟାଚ୍ ଫି କାଟି ଦିଅାଯାଇଛି ନିର୍ଦ୍ଧାରିତ ସମୟସୀମାଠାରୁ ପାକିସ୍ତାନ ଗୋଟିଏ ଓଭର କମ୍ ବୋଲିଂ କରିଥତ୍ଲା ଏହି ମ୍ୟାଚ୍ରେ ପାକିସ୍ତାନ ୧୪ ରନରେ ରୋମାଞ୍ଚକ ବିଜୟ ଲାଭ କରିଥତ୍ଲା ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୮ ଉଇକେଟ୍ ହରାଇ ୩୪୮ ରନ କରିଥତ୍ବାବେଳେ ଇଂଲଣ୍ଡ ୯ ଉଇକେଟ୍ରେ ୩୩୪ ରନ କରିବାକୁ ସକ୍ଷମ ହୋଇଥତ୍ଲା


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri