Posted inଜାତୀୟ

ଆଇଆଇଟି ମାଡ୍ରାସ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ, ମିରଣ୍ଡା ହାଉସ ଶ୍ରେଷ୍ଠ କଲେଜ

ବେଙ୍ଗାଲୁର, ୧୧।୬: ଭାରତର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଆଇଆଇଟି ମାଡ୍ରାସ ପ୍ରଥମ ସ୍ଥାନରେ ରହିଛି। ସେହିପରି ଦ୍ୱିତୀୟ ସ୍ଥାନରେ ବେଙ୍ଗାଲୁରର ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ୍‌ ଏବଂ ତୃତୀୟ ସ୍ଥାନରେ ଆଇଆଇଟି ଦିଲ୍ଲୀ ରହିଛି। ନ୍ୟାଶନାଲ ଇନଷ୍ଟିଚ୍ୟୁଟନାଲ୍‌ ର଼୍ୟାକିଂ ଫ୍ରେମଓ୍ବାର୍କ(ଏନ୍‌ଆଇଆର୍‌ଏଫ୍‌) ପକ୍ଷରୁ ପ୍ରକାଶ ପାଇଥିବା ଏକ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଦେଶର ଶ୍ରେଷ୍ଠ କଲେଜ ତାଲିକାରେ ମିରଣ୍ଡା ହାଉସ ଶୀର୍ଷରେ ରହିଛି। ସେହିପରି ଶ୍ରେଷ୍ଠ ୩ ମେଡ଼ିକାଲ କଲେଜ ମଧ୍ୟରେ ଏମ୍ସ୍‌, ଚଣ୍ଡିଗଡ଼ର ପିଜିଆଇଏମ୍‌ଇଆର୍‌ ଏବଂ ବେଙ୍ଗାଲୁରର ଖ୍ରୀଷ୍ଟିଆନ ମେଡ଼ିକାଲ କଲେଜ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri