ଆଇଆର୍‌ପିଏମ୍‌ ବିଭାଗର ଅନ୍‌ଲାଇନ୍‌ କ୍ଲାସ୍‌ ଆରମ୍ଭ: ଜୁମ୍‌ ଆପ୍‌ ଜରିଆରେ ଶିକ୍ଷାଦାନ

ବ୍ରହ୍ମପୁର ଅଫିସ,୧୦ା୪-କୋଭିଡ୍‌-୧୯ ମୁକାବିଲା ପାଇଁ ଜିଲାରେ ଲକ୍‌ଡାଉନ୍‌ ଜାରି ରହିଛି। ଏହାର ପ୍ରଭାବରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି ା ଏହି ସମୟରେ ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ୍‌ରେ ଶିକ୍ଷାଦାନ ନେଇ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଆଇଆର୍‌ପିଏମ୍‌ ବିଭାଗ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି ା ଲକ୍‌ଡାଉନ୍‌ ଯୋଗୁ ଚଳିତ ବର୍ଷର ପ୍ରାୟ ୫୦ ପ୍ରତିଶତ ପାଠ୍ୟକ୍ରମ ଶେଷ ହୋଇ ନାହିଁ ା ଘରେ ବସି ଅନ୍‌ଲାଇନ୍‌ ମାଧ୍ୟମରେ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ନେଇ ବିଭାଗ ପକ୍ଷରୁ ପ୍ରୟାସ ଆରମ୍ଭ କରାଯାଇଛି ା ଗୁରୁବାର ବିଭାଗୀୟ ଅଧ୍ୟାପକ ଡ. ସତ୍ୟବ୍ରତ ପାତ୍ର ଜୁମ୍‌ ଆପ୍‌ ଜରିଆରେ ଦ୍ୱିତୀୟ ସେମିଷ୍ଟର ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ୍‌ରେ ଶ୍ରମ ଆଇନ ପାଠ୍ୟକ୍ରମ ଉପରେ ଶିକ୍ଷାଦାନ କରିଛନ୍ତି ା ଲକ୍‌ଡାଉନ୍‌ ଉଠିବା ପର୍ଯ୍ୟନ୍ତ ପର୍ଯ୍ୟାୟକ୍ରମେ ଆଇଆର୍‌ପିଏମ୍‌ ବିଭାଗ ସ୍ନାତକୋତ୍ତର ପ୍ରଥମ ଓ ଦ୍ୱିତୀୟ ବର୍ଷ ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ କ୍ଲାସ ମାଧ୍ୟମରେ ଶିକ୍ଷାଦାନ କରାଯିବ ା ଏହାଦ୍ୱାରା ଲକ୍‌ଡାଉନ୍‌ ପରବର୍ତ୍ତୀ ସମୟରେ ହେବାକୁ ଥିବା ପରୀକ୍ଷା ପାଇଁ ଛାତ୍ରୀଛାତ୍ର ଉପଯୁକ୍ତ ଭାବେ ନିଜକୁ ପ୍ରସ୍ତୁତ କରିପାରିବେ ବୋଲି ଅଧ୍ୟାପକ ଡ. ପାତ୍ର କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri