Posted inଜାତୀୟ

ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟରେ ନିଆଁ : ନୌସେନା ଅଧିକାରୀ ମୃତ

ସୁରଟ,୨୭ା୪: ରୁଷିଆଠାରୁ କିଣାଯାଇଥିବା ଭାରତର ସବୁଠାରୁ ବଡ଼ ବିମାନବାହୀ ଜାହାଜ ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟରେ ଅଗ୍ନିକାଣ୍ଡ ଘଟିଛି। ଏହା ଶୁକ୍ରବାର ସକାଳେ କରଓ୍ବର ବନ୍ଦର ଅଭିମୁଖେ ଯାଉଥିବାବେଳେ ବିମାନ ବୋର୍ଡର ଏକ କମ୍ପାର୍ଟମେଣ୍ଟରେ ହଠାତ୍‌ ଅଗ୍ନିକାଣ୍ଡ ଘଟିବାରୁ ଜଣେ ନୌସେନା ଅଧିକାରୀଙ୍କ ମୃତ୍ୟୁ ଘଟିଛି। ଏକ ଟିମ ନିଆଁକୁ ଦୃଢତାର ସହ କରାୟତ୍ତ କରିଥିଲେ ହେଁ ପ୍ରବଳ ଧୂଆଁ ଯୋଗୁ ଏହାର ନେତୃତ୍ୱ ନେଇଥିବା ଲ୍ୟୁଟନାଣ୍ଟ କମାଣ୍ଡର ଡିଏସ୍‌ ଚୌହାନ ଅଣନିଃଶ୍ୱାସୀ ହୋଇ ଚେତାଶୂନ୍ୟ ହୋଇପଡିଥିଲେ। ପରେ ତାଙ୍କୁ ସଙ୍ଗେ ସଙ୍ଗେ କରଓ୍ବର ନାଭାଲ ହସ୍ପିଟାଲକୁ ଚିକିତ୍ସା ଲାଗି ନିଆଯାଇଥିଲା। ହେଲେ କିଛି ସୁଫଳ ମିଳି ନ ଥିଲା ବୋଲି ଭାରତୀୟ ନୌସେନା ମୁଖପାତ୍ର ପ୍ରକାଶ କରିଛନ୍ତି। ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ରାଘବ ଚଢାଙ୍କୁ ପୁଣି ଆଉ ଏକ ଝଟ୍‌କା, ପଞ୍ଜାବ ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୪: ଆମ ଆଦମୀ ପାର୍ଟି ନେତା ଏବଂ ରାଜ୍ୟ ସଭାର ଉପନେତା ଅଶୋକ ମିତ୍ତଲଙ୍କ ଘର ଏବଂ କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଚଢାଉ ମଧ୍ୟରେ, ପଞ୍ଜାବ…

ପବନ ଖେରାଙ୍କୁ ବଡ଼ ଝଟ୍‌କା: ଆଗୁଆ ଜାମିନ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: କଂଗ୍ରେସ ନେତା ପବନ ଖେରାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ତେଲଙ୍ଗାନା ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ ପ୍ରଦାନ ଆଦେଶ ଉପରେ ସ୍ଥଗିତାଦେଶ ଲଗାଇଛନ୍ତି। କୋର୍ଟ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ବଡ଼ ରେକର୍ଡ କଲେ ସମ୍ରାଟ ଚୌଧୁରୀ: ପ୍ରଥମଥର ବିହାରରେ…

ପାଟନା,୧୫।୪: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ତାରାପୁର ବିଧାୟକ ସମ୍ରାଟ ଚୌଧୁରୀ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri