Posted inଜାତୀୟ

ଆଇଏସ୍‌ ପାଇଁ କାମ କରୁଛନ୍ତି ଭାଜପା, ବଜରଙ୍ଗ ଦଳ କର୍ମୀ: ଦିଗ୍‌ବିଜୟ

ନୁଆଦିଲ୍ଲୀ,୬।୧୦: କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ଭାରତୀୟ ଜନତା ପାର୍ଟି(ଭାଜପା) ଓ ବଜରଙ୍ଗ ଦଳ ଉପରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଏମାନେ ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଆଇଏସ୍‌ ପାଇଁ ଗୁଇନ୍ଦାଗିରି କରୁଛନ୍ତି। ଆଉ ଟଙ୍କା ନେଇ ସେମାନେ ଏମିତି କରୁଛନ୍ତି ବୋଲି ଦିଗ୍‌ବିଜୟ ଅଭିଯୋଗ ଆଣିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ଭାଜପା ଶାସନ ସମୟରେ ଉକ୍ତ ଦଳର ଏମିତି କେତେଜଣ ପଦାଧିକାରୀ ଅଛନ୍ତି ଯେଉଁମାନେ ଆଇଏସ୍‌ ପାଇଁ ଗୁଇନ୍ଦାଗିରି କରି ଧରା ପଡିଛନ୍ତି। ଆଉ ଭାଜପା ଶାସନରେ ସେମାନଙ୍କୁ ଜାମିନ ମଧ୍ୟ ମିଳିଯାଇଛି। ତେଣୁ ଏଭଳି ପଦାଧିକାରୀଙ୍କ ଜାମିନକୁ ଖାରଜ କରାଯାଇ ପୁଣି ସେମାନଙ୍କ ଉପରେ ଦେଶଦ୍ରୋହ ମାମାଲା ହେବ ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଜଣାପଡିଲା ଭାଜପାର ଭିତିରି ଗେମ୍‌: ଇସ୍ତଫା ଦେବା ପରେ ଧର୍ମେନ୍ଦ୍ରଙ୍କୁ ମିଳିବ ଏହି ବଡ଼ ଦାୟିତ୍ୱ! ଓଡ଼ିଶାରେ…

ନୂଆଦିଲ୍ଲୀ, ୨୭॥୭: ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ପ୍ରହ୍ଲାଦ ଜୋଶୀଙ୍କୁ ଦେଶର ନୂତନ ଶିକ୍ଷାମନ୍ତ୍ରୀ ଭାବେ…

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି।…

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍‌ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri