Posted inଜାତୀୟ

ଆଇଏସ୍‌ଆଇ ଇସାରାରେ ଜୈଶ୍‌-ଲଶ୍କର ଓ ଅଲ୍‌-ଉମର ଭାରତରେ ଆକ୍ରମଣ ପାଇଁ ରଚିଛନ୍ତି ଷଡ଼ଯନ୍ତ୍ର: ଆଇବି ରିପୋର୍ଟ

ନୂଆଦିଲ୍ଲୀ,୩।୧୦: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ଷଡ଼ଯନ୍ତ୍ର ରଚାଯାଇଛି। ଦେଶର ପ୍ରମୁଖ ସହର ଉପରେ ଆକ୍ରମଣ ପାଇଁ ଆଇଏସ୍‌ଆଇ ଇସାରାରେ ଜୈଶ୍‌-ଇ-ମହମ୍ମଦ୍‌, ଲଶ୍କର-ଇ-ତୋଏବା ଓ ଅଲ୍‌-ଉମର-ମୁଜାହିଦ୍ଦିନ୍‌ ଆଦି ସଂଗଠନ ପକ୍ଷରୁ ଆତ୍ମଘାତୀ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଇଣ୍ଟେଲଜେନ୍ସ ବ୍ୟୁରୋ(ଆଇବି) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଇଏସ୍‌ଆଇ ପକ୍ଷରୁ ଅଲ୍‌-ଉମର-ମୁଜାହିଦ୍ଦିନ୍‌କୁ ପୋଷ୍ଟର ବୟ ଭାବେ ସ୍ଥାନୀୟ କରାଯାଇ ଏହା ଉପରେ ଗୁରୁ ଦାୟିତ୍ୱ ଦିଆଯାଇଛି। ପାର୍ବଣ ଋତୁରେ ଜନଗହଳି ସ୍ଥାନରେ ଆଇଇଡ଼ି ବିସ୍ଫୋରଣ ପାଇଁ ଆଇଏସ୍‌ଆଇ ପକ୍ଷରୁ ବ୍ଲୁ-ପ୍ରିଣ୍ଟ୍‌ ପ୍ରସ୍ତୁତ କରାଯାଇଛି ବୋଲି ଆଇବି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri