Posted inଖେଳ

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ ଆଜିଠାରୁ : ପଦକ ଲକ୍ଷ୍ୟରେ ଅପୂର୍ବୀ, ଅଞ୍ଜୁମ

ନୂଆଦିଲ୍ଲୀ, ୨୫।୫(ପି.ଟି.)- ଅନ୍ତର୍ଜାତୀୟ ଶୁଟିଂ ସ୍ପୋଟର୍‌ସ ଫେଡେରେଶନ (ଆଇଏସ୍‌ଏସ୍‌ଏଫ୍‌) ରାଇଫଲ୍‌/ପିସ୍ତଲ ବିଶ୍ୱକପ୍‌ ରବିବାରଠାରୁ ଜର୍ମାନୀର ମ୍ୟୁନିକ ସହରରେ ଆରମ୍ଭ ହେବାକୁ ଯାଉଛି। ଏହାହେବ ବର୍ଷର ୩ୟ ଶୁଟିଂ ବିଶ୍ୱକପ୍‌। ଏହି ବିଶ୍ୱକପ୍‌ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଷ୍ଟାର୍‌ ଶୁଟର୍‌ ଅପୂର୍ବୀ ଚାଣ୍ଡେଲା, ଅଞ୍ଜୁମ ମୌଦଗିଲ ଓ ଏଲାଭେନିଲ ଭଲାରିଭାନ ପ୍ରମୁଖ ପଦକ ଜିତି ୨୦୨୦ ଟୋକିଓ ଅଲିମ୍ପିକକୁ ଯୋଗ୍ୟତା ହାସଲ କରିବା ଲକ୍ଷ୍ୟରେ ରହିଛନ୍ତି। ମୋଟ୍‌ ୯୮ଟି ଦେଶରୁ ୯୧୯ ଜଣ ଶୁଟର୍‌ ଏହି ବିଶ୍ୱକପ୍‌ରେ ଅଂଶଗ୍ରହଣ କରୁଛନ୍ତି। ଯେଉଁଥିରୁ ଟୋକିଓ ଅଲିମ୍ପିକ ପାଇଁ ୧୭ଟି କୋଟା ରହିଛି। ପ୍ରଥମ ଦିବସରେ ମହିଳା ୧୦ ମିଟର ଏୟାର ରାଇଫଲ୍‌ ଫାଇନାଲ ଅନୁଷ୍ଠିତ ହେବ।
ପ୍ରତିଯୋଗିତାରେ ଭାରତରୁ ୩୫ ଜଣ ପ୍ରତିନିଧିତ୍ୱ କରୁଛନ୍ତି। ଆସନ୍ତା ୫ ଦିନ ଧରି ଚାଲିବାକୁ ଥିବା ଏହି ବିଶ୍ୱକପ୍‌ରେ ଭାରତୀୟ ଶୁଟର୍‌ଙ୍କ ପ୍ରଦର୍ଶନ ଉପରେ ଏବେ ସମସ୍ତଙ୍କ ନଜର ରହିଛି। ଭାରତୀୟ ଶୁଟର୍‌ମାନେ ବର୍ତ୍ତମାନ ସୁଦ୍ଧା ଅଲିମ୍ପିକ ଲାଗି ୫ଟି କୋଟା ସ୍ଥାନ ହାସଲ କରିସାରିଛନ୍ତି। ଅପୂର୍ବୀ ଓ ଅଞ୍ଜୁମଙ୍କ ବ୍ୟତୀତ ପୁରୁଷ ବର୍ଗରେ ସୌରଭ ଚୌଧାରୀ, ଅଭିଷେକ ବର୍ମା ଓ ଦିବ୍ୟାଂଶ ସିଂ ପନଓ୍ବର ମଧ୍ୟ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri