Posted inରାଜ୍ୟ

ଆଇଟି ଫାର୍ମ ପାଇଁ କରୋନା କଟକଣା: ବିଦେଶରୁ ଫେରିଥିଲେ ୧୪ ଦିନ ଘରେ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ରାଜଧାନୀରେ ଥିବା ବିଭିନ୍ନ ଆଇଟି ଫାର୍ମ ପାଇଁ କଟକଣା ଲାଗୁ ହୋଇଛି। ଯଦି କୌଣସି କର୍ମଚାରୀ ପରିବାର ସହ ନଚେତ କାମରେ ବିଦେଶ ଯାଇଥାନ୍ତି ତେବେ ସେ ୧୪ ଦିନ ଘରେ ରୁହନ୍ତୁ। ଏହାଛଡ଼ା କୌଣସି କର୍ମଚାରୀଙ୍କୁ ଥଣ୍ଡା, କାଶ, ଜ୍ୱର ହେଉଥିଲେ ଅଫିସ ନ ଆସି ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହିବା ପାଇଁ କୁହାଯାଇଛି। ସେ କାମ କରିବାକୁ ଅସମର୍ଥ ହେଲେ କମ୍ପାନୀ ଆକ୍ଟରେ ଛୁଟି ଦିଆଯାଉ ବୋଲି ପରାମର୍ଶ ଦିଆଯାଇଛି। ଏହି ନିୟମ ନମାନିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri