Posted inଖେଳ

ଆଇପିଏଲ୍‌ ୨୦୨୦: ମୁମ୍ବାଇ ପାଇଁ ଖେଳିବେ ବୋଲ୍ଟ

ନୂଆଦିଲ୍ଲୀ, ୧୩।୧୧ (ପି.ଟି.): ନ୍ୟୁଜିଲାଣ୍ଡ ବାମହାତୀ ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ୨୦୨୦ ସଂସ୍କରଣରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳିବେ। ସେହିଭଳି ଉତ୍ତର ପ୍ରଦେଶ ଯୁବ ବୋଲର ଅଙ୍କିତ ରାଜପୁତ ରାଜସ୍ଥାନ ରୟାଲ୍ସ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ଉଭୟ ଖେଳାଳି ସେମାନଙ୍କ ଫ୍ରାଞ୍ଚାଇଜ ଦ୍ୱାରା ବୁଧବାର ସଫଳତାପୂର୍ବକ ଅଦଳ ବଦଳ କରାଯିବା ପରେ ଏହା ସ୍ପଷ୍ଟ ହୋଇଛି। ଆଇପିଏଲ୍‌ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ବୋଲ୍ଟ ତାଙ୍କ ବର୍ତ୍ତମାନର ଟିମ୍‌ ଦିଲ୍ଲୀ କ୍ୟାପିଟାଲ୍ସ ଦ୍ୱାରା ଅଦଳବଦଳ ହେବା ଫଳରେ ଆଗାମୀ ସିଜନରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳିବେ। ସେହିଭଳି ରାଜପୁତ କିଙ୍ଗ୍ସ ଇଲେଭେନ ଦ୍ୱାରା ସଫଳତା ପୂର୍ବକ ଅଦଳବଦଳ ହୋଇଛନ୍ତି। ୨୦୧୪ରେ ବୋଲ୍ଟ ଆଇପିଏଲ୍‌ ପଦାର୍ପଣ କରିଥିଲେ। ୨୦୧୮ ଓ ୨୦୧୯ ସିଜନ ପାଇଁ ସେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳି ୩୩ ମ୍ୟାଚ୍‌ରୁ ୩୮ ଉଇକେଟ୍‌ ହାସଲ କରିଛନ୍ତି। ଅପରପକ୍ଷରେ ରାଜପୁତ ୨୦୧୮ରେ କିଙ୍ଗ୍ସ ଇଲେଭେନ ପଞ୍ଜାବ ପକ୍ଷରୁ ପଦାର୍ପଣ କରିଥିଲେ। ସେ ୨୩ ଆଇପିଏଲ୍‌ ମ୍ୟାଚ୍‌ ଖେଳି ୨୨ ଉଇକେଟ୍‌ ନେଇଛନ୍ତି। ୨୦୧୮ରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୧୪ ରନ ବିନିମୟରେ ୫ ଉଇକେଟ୍‌ ହାସଲ କରିବା ରାଜପୁତଙ୍କ ପାଇଁ ବେଶ୍‌ ସ୍ମରଣୀୟ ସ୍ପେଲ୍‌ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri