Odisha Elections 2024

ଆଇପିଓ ପ୍ରସ୍ତାବକୁ ଏଲ୍‌ଆଇସି କର୍ମଚାରୀ ସଂଘର ବିରୋଧ

ମୁମ୍ବାଇ,୫-୨: ଏଲ୍‌ଆଇସିରେ ଅଂଶଧନ ବିକ୍ରି ନେଇ ସରକାର ବଜେଟରେ ପ୍ରସ୍ତାବ ରଖିଛନ୍ତି। ଏହାର ଆଇପିଓ ଆସନ୍ତା ଆର୍ଥିକ ଦ୍ୱିତୀୟ ତ୍ରୈମାସରେ ଆସିପାରେ ବୋଲି କୁହାଯାଇଛି। ଏହି ଆଇପିଓ ପ୍ରସ୍ତାବ ଏଲ୍‌ଆଇସି କର୍ମଚାରୀ ସଂଘ ପକ୍ଷରୁ ମଙ୍ଗଳବାର ବିରୋଧ କରାଯାଇଛି। ଏହାକୁ ବିରୋଧ କରି ସାରା ଦେଶରେ ଥିବା ଏଲ୍‌ଆଇସି କାର୍ଯ୍ୟାଳୟଗୁଡିକରେ କର୍ମଚାରୀମାନେ ବିଭିନ୍ନ ସ୍ଥାନରେ ପଦଯାତ୍ରା କରିଥିଲେ। ଏଲ୍‌ଆଇସି ଆଇପିଓ ଆଣିବା ଜାତୀୟ ସ୍ବାର୍ଥ ବିରୋଧି। ଏହା ଦେଶ ଗଠନରେ ଯୋଗଦାନ ରଖୁଥିବାରୁ ସରକାରଙ୍କ ଆଇପିଓ ପ୍ରସ୍ତାବକୁ ସଂଘ ପକ୍ଷରୁ ନିନ୍ଦା କରାଯିବା ସହ ବିରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଓଡ଼ିଶାରେ ବିଏର ୫ଜି ନେଟ୍‌ଓ୍ବର୍କ

ଭୁବନେଶ୍ୱର,୨୯।୫: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ କମ୍ପାନୀ ଭାରତୀ ଏୟାରଟେଲ(ବିଏ)ର ଓଡ଼ିଶା ୟୁନିଟ ନିକଟରେ ଏକ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି...

ମେ’୩୧ ସୁଦ୍ଧା ଆଧାର-ପାନ୍‌ ଲିଙ୍କ୍‌ କରିବାକୁ ପରାମର୍ଶ

ଭୁବନେଶ୍ୱର,୨୯।୫(ଅନୁରାଧା ମହାରଣା): ମେ’ ୩୧ ତାରିଖ ସୁଦ୍ଧା ଲୋକଙ୍କୁ ସେମାନଙ୍କର ପ୍ୟାନ୍‌ ଏବଂ ଆଧାରକୁ ଲିଙ୍କ୍‌ କରିବାକୁ ପଡ଼ିବ। ଏନେଇ ଆୟକର(ଆଇଟି) ବିଭାଗ ପକ୍ଷରୁ ମଙ୍ଗଳବାର...

ବେଦାନ୍ତ ମୋବାଇଲ ହେଲ୍‌ଥ ୟୁନିଟ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୨୯।୫: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ସୁବିଧାଭିତ୍ତିକ ମେଡିକାଲ ସେବା ‘ମୋବାଇଲ ହେଲ୍‌ଥ ୟୁନିଟ୍‌ ବା ଏମ୍‌ଏମ୍‌ୟୁ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। କମ୍ପାନୀ...

ପରମେଶ୍ୱର ପୂର୍ବତଟ ରେଳପଥର ମହାପ୍ରବନ୍ଧକ

ଭୁବନେଶ୍ୱର,୨୯।୫(ଅନୁରାଧା ମହାରଣା): ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଆଇଆର୍‌ଏମ୍‌ଏସ୍‌ ପରମେଶ୍ୱର ଫୁଙ୍କୱାଲ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଆଇଆଇଟି କାନପୁରର ଛାତ୍ର ଥିଲେ ଏବଂ ଭାରତୀୟ...

ଦୈନିକ ୫୧,୦୦୦ ଖାଦ୍ୟ ପ୍ୟାକେଟ ବିତରଣ କରିବ ମାଲାବାର

ଭୁବନେଶ୍ୱର,୨୯।୫ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମାଲାବାର ଗ୍ରୁପ୍‌ର ଗୋଆସ୍ଥିତ ମାଲାବାର ହେଡ୍‌କ୍ୱାର୍ଟର୍ସ ପରିସରରେ ବିଶ୍ୱ କ୍ଷୁଧା ଦିବସ ପାଳିତ ହୋଇଯାଇଛି।...

ଖୁସି ଖବର: ଇନଫୋସିସରେ ହେବ ନାହିଁ ଛଟେଇ

ନୂଆଦିଲ୍ଲୀ,୨୮।୫: ସମ୍ପ୍ରତି ସମଗ୍ର ବିଶ୍ୱରେ ଛଟେଇ ଚାଲିଛି। ଏହାର ବ୍ୟାପକ ପ୍ରଭାବ ଭାରତରେ ମଧ୍ୟ ଦୃଶ୍ୟମାନ ହୋଇଛି। ଛଟେଇ ଦ୍ୱାରା ଆଇଟି କ୍ଷେତ୍ର ସବୁଠାରୁ ଅଧିକ...

ଶେୟାର ବଜାର କାରବାରରେ ହ୍ରାସ

ଭୁବନେଶ୍ୱର,୨୮।୫: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ଉତ୍ପାଦନ କ୍ଷେତ୍ରରେ ନାଲ୍‌କୋର ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୨୮।୫ (ଅଭୟ ଦାଶ): ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ନବରତ୍ନ ଉଦ୍ୟୋଗ/କମ୍ପାନୀ) ତଥା କେନ୍ଦ୍ର ଖଣି ମନ୍ତ୍ରଣାଳୟ ଅଧୀନ ନ୍ୟାଶନାଲ ଆଲୁମିନିୟମ୍‌ କମ୍ପାନୀ ଲିମିଟେଡ ବା ନାଲ୍‌କୋର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri