ଆଇଫାରେ କ୍ରିତିଙ୍କୁ ବିଶେଷ ଆୱାର୍ଡ

ମୁମ୍ବାଇ: ବଲିଉଡର ସାନିଂ ଷ୍ଟାର କ୍ରିତି ସାନନ ଏବେ ଖୁବ୍ ଚର୍ଚ୍ଚାରେ । ନିଜର କେହି ଗଡ ଫାଦର ନ ଥାଇ ବି ଆଜି ବଲିଉଡରେ ସେ ନିଜ ପାଇଁ ତିଆରି କରିଛନ୍ତି ଏକ ସ୍ୱତନ୍ତ୍ର ପରିଚୟ । ନିଜର ଟ୍ୟାଲେଣ୍ଟ ସହ ଫ୍ୟାଶନ ସେଂସକୁ ନେଇ କ୍ରିତି ଦର୍ଶକଙ୍କ ବେଶ ପସନ୍ଦ ।
ଆଇଫା ୨୦୨୨ରେ କ୍ରିତି ତାଙ୍କର ଷ୍ଟଣ୍ଟିଂ ଲୁକ ପାଇଁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଆୱାର୍ଡ ସେରିମନିରେ କ୍ରିତିଙ୍କ ଗର୍ଜିୟସ ଲୁକ ଦେଖି ପ୍ରଶଂସକ ତାଙ୍କର ପ୍ରଶଂସା କରିବାରେ ଲାଗିଛନ୍ତି । ବଡ କଥା ହେଲା କ୍ରିତିଙ୍କୁ ଆଇଫା ୨୦୨୨ରେ ସର୍ବଶ୍ରେଷ୍ଠ ଅଭିନେତ୍ରୀ ଆୱାର୍ଡ ମିଳିଛି । ଏହି ଆୱାର୍ଡ କ୍ରିତିଙ୍କ କ୍ୟାରିୟରରେ ଆଉ ଏକ ସଫଳତା ଯୋଡିଛି ।
ଏହି ଆୱାର୍ଡ ସେରିମନିରେ ସମସ୍ତ ଷ୍ଟାରଙ୍କ ଗ୍ଲାମରସ ଲୁକ ଦେଖିବାକୁ ମିଳିଥିବା ବେଳେ କ୍ରିତି ବି କିଛି କମ୍ ନ ଥିଲେ । ଗୋଲଡେନ ଥାଇ ହାଇ ସ୍ଲିଟ ଗାଉନରେ କୌଣସି ଦିଭାଠାରୁ କମ୍ ଲାଗ ନ ଥିଲେ ଅଭିନେତ୍ରୀ । ତାଙ୍କ ଡ୍ରେସର ଲଙ୍ଗ ଟ୍ରେଲ ଉପରେ ଫେଦର ଡିଜାଇନ ତାଙ୍କ ଲୁକରେ ଚାର ଚାନ୍ଦ ଲଗାଇ ଦେଇଥିଲା । ଏବେ ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଆସିବା ପରେ ଦର୍ଶକେ ଫିଦା ହୋଇଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri