ଆଇବ୍ରୋ ଟ୍ରେଣ୍ଡ

ଫ୍ୟାଶନରେ ଅପଡେଟ୍‌ ରହିବାକୁ ସମସ୍ତେ ପସନ୍ଦ କରନ୍ତି। ସେଥିପାଇଁ ସବୁବେଳେ ନୂଆ ନୂଆ ଫ୍ୟାଶନ ଡିଜାଇନ୍‌ ଆପଣେଇବାକୁ ଚାହାନ୍ତି। ଡ୍ରେସ ହେଉ କି ହେୟାର ଷ୍ଟାଇଲ୍‌ ଅବା ଜୋତା ସବୁ ଷ୍ଟାଇଲରେ ନିଜକୁ ଅପଡେଟ୍‌ ରଖନ୍ତି..

ଆଇ ବ୍ରୋ ଫ୍ୟାଶନରେ ଏବେ ଏକ ଭିନ୍ନ ପ୍ରକାରର ଟ୍ରେଣ୍ଡ ଖୁବ୍‌ ଲୋକପ୍ରିୟ ହେବାରେ ଲାଗିଛି। ଆଇବ୍ରୋକୁ ଏକ ସୁନ୍ଦର ରାଉଣ୍ଡ ସେପ୍‌ ଦେବା ପାଇଁ ମହିଳାମାନେ ଚେଷ୍ଟା କରିଥାନ୍ତି। କିନ୍ତୁ ଏବେ ମାସ୍କ ପିନ୍ଧିବାକୁ ପଡୁଥିବାରୁ କେବଳ ଆଇ ବ୍ରୋ ଷ୍ଟାଇଲ ହିଁ ଦେଖାଯାଉଛି। ତେଣୁ ଏହାକୁ ନେଇ ଏବେ ବିଭିନ୍ନ ଏକ୍ସପେରିମେଣ୍ଟ କରାଯାଉଛି। ଏହି ଟ୍ରେଣ୍ଡରେ ଏବେ ଆଇବ୍ରୋକୁ ଡବଲ ଲୁକ୍‌ ଦେଇ ଏକ ନୂଆ ଟ୍ରେଣ୍ଡ ଆରମ୍ଭ କରିଛନ୍ତି ଯୁବପିଢି। ଅର୍ଥାତ୍‌ ଦେହର ବିଭିନ୍ନ ଅଂଶରେ ଟାଟୁ କରିବା ଭଳି ଆଇ ବ୍ରୋ ପାଖରେ ଟାଟୁ କରି ଏକ ନୂଆ ଷ୍ଟାଇଲ୍‌ କରାଯାଉଛି। ଆଇ ବ୍ରୋ’ର ଏହି ବୋଲ୍ଡ ଷ୍ଟାଇଲ୍‌ ପ୍ରଥମେ ୟୁରୋପରେ ଦେଖିବାକୁ ମିଳିଥିଲା। କିନ୍ତୁ ଏବେ ଆମ ଦେଶରେ ମଧ୍ୟ ଅନେକ ଏହି ଫ୍ୟାଶନକୁ ଆପଣେଇଲେଣି। ଏହି ଫ୍ୟାଶନକୁ ଆପଣେଇବାକୁ ଚାହୁଁଥିଲେ କିଛି ଦିଗ ଉପରେ ଧ୍ୟାନ ଦିଅନ୍ତୁ।
– ଯଦି ଏହି ଷ୍ଟାଇଲ୍‌ କରିବାକୁ ଚାହାନ୍ତି ତେବେ ପ୍ରଥମେ ଟେମ୍ପରାରି କରି ଦେଖନ୍ତୁ ଏହା ଆପଣଙ୍କୁ ସୁଟ୍‌ କରୁଛି କି ନାହିଁ।
– ଯଦି ପରମାନେଣ୍ଟ ଆଇ ବ୍ରୋ ଶେପ୍‌ ଦେବାକୁ ଚାହାନ୍ତି ତେବେ ଏକ୍ସପର୍ଟଙ୍କୁ ଡାକି ଆଇ ବ୍ରୋ ଟାଟୁ କରନ୍ତୁ।
– ଏଭଳି ଡିଜାଇନରେ ପରମାନେଣ୍ଟ ଟାଟୁ କରିବା ପୂର୍ବରୁ ଅନ୍ୟ ଏକ୍ସପର୍ଟମାନଙ୍କର ପରାମର୍ଶ ନିଅନ୍ତୁ। କାରଣ ହୁଏତ କିଛି ମାସ ପରେ ଆପଣଙ୍କୁ ଏହା ବୋର ଲାଗିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri