ଆଇଶୋଲେଶନରେ ୮ କୋଲକାତା ଫେରନ୍ତା

ସିଂହପୁର,୨୩।୪(ଡିଏନଏ)- ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ୨୮ ଦିନ ମଧ୍ୟରେ ଫେରିଥିବା ୮ଜଣ କୋଲକାତା ଫେରନ୍ତାଙ୍କୁ ସରପଞ୍ଚ ତରୁଣ କୁମାର ସାହୁ ସମିତିସଭ୍ୟ ସୁରେନ୍ଦ୍ର କୁମାର ସାହୁ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀ, ପଞ୍ଚାୟତର ସମସ୍ତ ଆଶା ଓ ଅଙ୍ଗନଓ୍ବାଡି କର୍ମୀ ପ୍ରମୁଖ ସଚେତନ କରାଇ ପଞ୍ଚାୟତ ଆଇଶୋଲେସନ ସେଣ୍ଟରରେ ରଖିଛନ୍ତି। ସେମାନଙ୍କ ରହିବା ପାଇଁ ସମସ୍ତ ବ୍ୟବସ୍ଥା ସହିତ ରନ୍ଧାଖାଦ୍ୟ ମଧ୍ୟ ପଞ୍ଚାୟତ ପକ୍ଷରୁ ଯୋଗାଇ ଦିଆଯାଉଛି। ଏହି ପଞ୍ଚାୟତରେ ଅନ୍ୟ କଲିକତା ଫେରନ୍ତା ତୁରନ୍ତ ନିଜର ତଥା ପରିବାର ଓ ଅଞ୍ଚଳର ସୁରକ୍ଷା ଦୃଷ୍ଟିରୁ ଆଇଶୋଲେଶନ ସେଣ୍ଟରେ ୧୪ ଦିନ ରହିବାକୁ ପଞ୍ଚାୟତ ତରଫରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri