Posted inଜାତୀୟ

ଆଇସିଜେ ନିର୍ଦ୍ଦେଶ ପାଳନ କରିବ ପାକିସ୍ତାନ: କୁଳଭୂଷଣଙ୍କୁ ଭେଟି ପାରିବେ ଭାରତୀୟ ହାଇକମିଶନର

ନୂଆଦିଲ୍ଲୀ, ୧୯।୭: ଅନ୍ତର୍ଜାତୀୟ ଅଦଲାତ(ଆଇସିଜେ) କୁଲଭୂଷଣ ଯାଦବ ମାମଲାରେ ଯେଉଁ ରାୟ ଦେଇଛନ୍ତି, ତା’ହା ପାକିସ୍ତାନ ପାଳନ କରିବ। ଆଇସିଜେ ଭିଏନା କନଭେନସନର ନୀତି ଅନୁଯାୟୀ କୁଳଭୂଷଣ ଯାଦବଙ୍କୁ କନସୁଲାର ଆକ୍ସେସ ଅର୍ଥାତ ଭାରତୀୟ ହାଇକମିଶନର ଅଧିକାରୀ କୁଲଭୂଷଣଙ୍କୁ ଭେଟି ପାରିବେ। ଗୁରୁବାର ଭାରତୀୟ ବୈଦେଶକ ମନ୍ତ୍ରୀ ଏସ୍‌ ଜୟଶଙ୍କର ରାଜ୍ୟସଭାରେ କହିଥିଲେ, ଆଇସିଜେ ଭାରତ ସପକ୍ଷୟରେ ରାୟ ଦେଇଥିବାରୁ ପାକିସ୍ତାନ ତୁରନ୍ତ କୁଳଭୂଷଣଙ୍କୁ ମୁକ୍ତ କରୁ। ଏହାପରେ ପାକିସ୍ତାନ ଏଭଳି ନିଷ୍ପତି ନେଇଛି। ଅନ୍ୟପକ୍ଷରେ ପାକିସ୍ତାନ ବିପକ୍ଷରେ ଆଇସିଜେ ରାୟ ଦେଇଥିଲେ ହେଁ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଇସଲମାବାଦର ବିଜୟ ହୋଇଥିବା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

ଏହି ଦେଶଗୁଡିକରେ ସାମାନ୍ୟ ଟଙ୍କା ଭଳି କାରାବାର ହେଉଛି ସୁନାରୂପା ମୁଦ୍ରା! ଜାଣନ୍ତୁ କେଉଁଠି…

ଆଜିର ଡିଜିଟାଲ ଯୁଗରେ, ଯେତେବେଳେ ଆମେ ଆମ ପକେଟରେ ଏକ ୱାଲେଟ ବିନା ମୋବାଇଲ ଫୋନରେ QR କୋଡ ସ୍କାନ କରି ସବୁକିଛି କରିଥାଉ। ଆପଣ କ’ଣ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri