Posted inଖେଳ

ଆଇସିସି ଟି୨୦ ମହିଳା ବିଶ୍ୱକପ୍‌: ଟସ୍‌ ଜିତି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତ୍ତି

ମେଲବୋର୍ନ, ୮।୩(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଟି୨୦ ବିଶ୍ୱକପ୍‌ରେ ଆୟୋଜକ ଅଷ୍ଟ୍ରେଲିଆ ଓ ଭାରତ ମୁହଁାମୁହିଁ ହୋଇଛନ୍ତି। ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)ରେ ରବିବାର ଆରମ୍ଭ ହୋଇଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଦୁଇ ଦଳରେ କୌଣସି ପରିବର୍ତ୍ତନ ହୋଇନାହିଁ। ହରମନପ୍ରୀତ କୌରଙ୍କ ନେତୃତ୍ୱରେ ଭାରତ ପ୍ରଥମଥର ପାଇଁ ଏହି ମେଗା ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଛି ଓ ଟାଇଟ ହାସଲ ଲକ୍ଷ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri