ଆଇସିସି ବିଶ୍ୱକପ୍‌: ଆଜି ଭାରତ-ପାକିସ୍ତାନ ମୁକାବିଲା; ବାଲୁକାକଳାରେ ସୁଦର୍ଶନ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଆଇସିସିି ବିଶ୍ୱକପ୍‌ର ୨୨ତମ ମ୍ୟାଚ୍‌ରେ ରବିବାର ପାରମ୍ପରିକ ପ୍ରତିନ୍ଦ୍ୱନ୍ଦୀ ଭାରତ ଓ ପାକିସ୍ତାନ ଦଳ ମଧ୍ୟରେ ମୁକାବିଲା ହେବ। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ସମୁଦ୍ରବେଳାରେ ନିଜ ବାଲୁକାକଳା ମାଧ୍ୟମରେ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି। ଚାମ୍ପିଅନ୍‌ଙ୍କ ପରି ଖେଳିବାକୁ ସେ ଟିମ୍‌କୁ କହିଛନ୍ତି।


ତେବେ ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡ ପଡ଼ିଆରେ ଏହି ମ୍ୟାଚ୍‌ ଖେଳାଯିବାକୁ ଥିବା ବେଳେ ଭାରତୀୟ କ୍ରିଡାପ୍ରେମୀଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଖରାପ ପାଗ ଯୋଗୁ ମ୍ୟାଚ୍‌ ପ୍ରଭାବିତ ହେବା ଆଶଙ୍କା ରହିଛି। ମାତ୍ର ଯଦି ବର୍ଷା ନ ହୁଏ ତେବେ ଏହା ଏକ ଐତିହାସିକ ମ୍ୟାଚ୍‌ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri