ଆଇସିୟୁରେ ଇର୍ଫାନ୍‌ ଖାନ୍‌

ମୁମ୍ବାଇ,୨୯ା୪: ବଲିଉଡ୍‌ ଅଭିନେତା ଇର୍ଫାନ୍‌ ଖାନ୍‌ ଅସୁସ୍ଥ ହୋଇପଡ଼ିବା ପରେ ତାଙ୍କୁ ମଙ୍ଗଳବାର ମୁମ୍ବାଇର କୋକିଳାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି। ପେଟ ଓ ମଳାଶୟ ସଂକ୍ରମଣ ଯୋଗୁ ସେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିବା ଜଣାପଡ଼ିଛି। ଏବେ ଡାକ୍ତରମାନେ ତାଙ୍କୁ ନିରୀକ୍ଷଣ କରୁଛନ୍ତି। ପ୍ରକାଶଥାଉ କି, ପୂର୍ବରୁ ସେ ନ୍ୟୁରୋଏଣ୍ଡୋକ୍ରାଇନ୍‌ ଟ୍ୟୁମର ଯୋଗୁ ବିଦେଶରେ ଚିକିତ୍ସିତ ହୋଇ ଫେରିଥିଲେ। ଗତ ଶନିବାର ସେ ତାଙ୍କ ମା’ ସଇଦା ବେଗମ୍‌(୯୫) ଙ୍କୁ ହରାଇଥିଲେ। ଏଠାରେ ସୂଚନାଯୋଗ୍ୟ ଯେ, ଇର୍ଫାନ୍‌ ଅଭିନୀତ ହିଟ୍‌ ଫିଲ୍ମ ‘ଅଙ୍ଗ୍ରେଜି ମିଡିୟମ୍‌’ କରୋନା ଆସିବା ପୂର୍ବରୁ ରିଲିଜ୍‌ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

ସତ ହୋଇଗଲା ଭବିଷ୍ୟବାଣୀ! ବହୁ ବର୍ଷ ପୂର୍ବରୁ ନେପାଳକୁ ନେଇ ଏମିତି କହିଥିଲେ…

ନୂଆଦିଲ୍ଲୀ,୨୭।୮: ନେପାଳରେ ସୃଷ୍ଟି ହୋଇଥିବା ଭୟଙ୍କର ପରିସ୍ଥିତି ମଧ୍ୟରେ ଏବେ ଚର୍ଚ୍ଚାକୁ ଆସିଛି ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ପୁରୁଣା ଭବିଷ୍ୟବାଣୀ। ସୋସିଆଲ ମିଡିଆରେ ଦାବି କରାଯାଉଛି…

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି।…

୩୦୦ରୁ ଅଧିକ ଭାରତୀୟଙ୍କ ପତ୍ତା ମିଳୁନି, ଚିନ୍ତାରେ ପରିବାର: କେଉଁ ରାଜ୍ୟରୁ କେତେ ନିଖୋଜ ଜାଣନ୍ତୁ…

କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବନ୍ୟା ଓ ଭୂସ୍ଖଳନ ଭୟଙ୍କର ଧ୍ୱଂସଲୀଳା ରଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଏପର୍ଯ୍ୟନ୍ତ ୧୬୨ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ସଂଖ୍ୟା…

ପୁଣି କ୍ରାଶ୍‌ ହେଲା ବିମାନ: ସବୁକିଛି ଚୁର୍‌ମାର୍‌, ବିମାନରେ ଥିଲେ…

ଲକ୍ଷ୍ନୌ,୨୭।୮: ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଉଭୟ ପାଇଲଟଙ୍କ…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri