ଅଟ୍ଟାରୀ,୨୮।୯(ପି.ଟି.): ପଞ୍ଜାବ ପୋଲିସ ସୀମାନ୍ତ ଗ୍ରାମରୁ ଆଉ ଏକ ପାକିସ୍ତାନୀ ଡ୍ରୋନ ଶୁକ୍ରବାର ଠାବ କରିଛି। ତିନି ଦିନ ମଧ୍ୟରେ ଏହା ଦ୍ୱିତୀୟ ଡ୍ରୋନ୍। ଏହି ଡ୍ରୋନ୍ ସହାୟତାରେ ସୀମା ଆରପଟୁ ପଞ୍ଜାବକୁ ଅସ୍ତ୍ର ଓ ଗୁଳିଗୋଳା ଆସୁଥିଲା ବୋଲି ପୋଲିସ କହିଛି।
ଅଟ୍ଟାରୀ,୨୮।୯(ପି.ଟି.): ପଞ୍ଜାବ ପୋଲିସ ସୀମାନ୍ତ ଗ୍ରାମରୁ ଆଉ ଏକ ପାକିସ୍ତାନୀ ଡ୍ରୋନ ଶୁକ୍ରବାର ଠାବ କରିଛି। ତିନି ଦିନ ମଧ୍ୟରେ ଏହା ଦ୍ୱିତୀୟ ଡ୍ରୋନ୍। ଏହି ଡ୍ରୋନ୍ ସହାୟତାରେ ସୀମା ଆରପଟୁ ପଞ୍ଜାବକୁ ଅସ୍ତ୍ର ଓ ଗୁଳିଗୋଳା ଆସୁଥିଲା ବୋଲି ପୋଲିସ କହିଛି।
ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍ବରେ ଏକ କାର୍ ପୋଡିଯାଇ ପଡି ରହିଥିବା…
ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…
ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…
ଚେନ୍ନାଇ,୧୭।୨: ଏମ୍ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…
ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…
ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…
ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…
ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…