Posted inଜାତୀୟ

ଆଉ ଲାଗୁ ହେବ ନାହିଁ ଅଡ୍‌-ଇଭିନ୍‌ ନମ୍ବର: କେଜରିଓ୍ବାଲ

ନୂଆଦିଲ୍ଲୀ,୧୮।୧୧: ରାଜଧାନୀ ଦିଲ୍ଲୀରେ ଏବେ ଆଉ ଆବଶ୍ୟକ ନାହିଁ ଅଡ୍‌-ଇଭିିନ୍‌ ନମ୍ବର। କାରଣ ଦିଲ୍ଲୀ ଆକାଶ ଏବେ ନିର୍ମଳ ଥିବା ସୋମବାର ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ତେବେ ଚଳିତ ବର୍ଷ ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣ ସାଧାରଣ ଜୀବନଯାତ୍ରା ଉପରେ ଖୁବ୍‌ ପ୍ରଭାବ ପକାଇଛି। ଏଠାକାର ଏୟାର କ୍ୱାଲିଟି ଇଣ୍ଡେକ୍ସ ୬ରୁ ଊର୍ଦ୍ଧ୍ୱ ଥିବାରୁ ଲୋକେ ଅତିଷ୍ଠ ହୋଇ ପଡିଥିଲେ। ଏହାକୁ ନଜରରେ ରଖି ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଥିଲା। ତେବେ ପ୍ରଦୂଷଣର ମାତ୍ରାକୁ କମ୍‌ କରିବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଅଡ୍‌-ଇଭିନ୍‌ ନମ୍ବର ଗାଡି ଚଲାଇବାକୁ ପରାମର୍ଶ ଦେଇଥିଲେ। ଏହା ମଧ୍ୟ ପାଖାପାଖି ୨ ସପ୍ତାହ ପାଇଁ ଲାଗୁ ହୋଇଥିଲା। ଏବେ ୨ ଦିନ ହେବ ଦିଲ୍ଲୀରେ ପ୍ରାୟ ୨୦ କିଲୋମିଟର ବେଗରେ ପବନ ବହିବା ଓ ମଝିରେ ସାମାନ୍ୟ ବର୍ଷା ହେବା ଫଳରେ ଏବେ ସେଠାକାର ଏୟାର କ୍ୱାଲିଟି ଇଣ୍ଡେକ୍ସ ୩ଶହକୁ ଖସି ଆସିଛି। ତେଣୁ ଲୋକେ ସାମାନ୍ୟ ଆଶ୍ୱସ୍ତି ଅନୁଭବ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…

ଯାତ୍ରୀ ଭାବେ ବସ୍‌ରେ ଯାତ୍ରା କଲେ ମନ୍ତ୍ରୀ, କଣ୍ଡକ୍ଟର କହିଲେ ଖୁଚୁରା ନାହିଁ ଯଦି ଓହ୍ଲାଇ ଯାଅ…

ବେଙ୍ଗାଲୁରୁ,୧୨।୭: ଶନିବାର ରାତିରେ କର୍ନାଟକ ପରିବହନ ମନ୍ତ୍ରୀ ବାଇରାଥୀ ସୁରେଶ ବେଙ୍ଗାଲୁରୁରେ BMTC ବସ୍‌ଗୁଡ଼ିକର ଅଚାନକ ଯାଞ୍ଚ କରିଥିଲେ । ଯାତ୍ରୀଙ୍କ ସୁବିଧା ମୂଲ୍ୟାଙ୍କନ କରିବା ପାଇଁ…

ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ…

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା ଏବଂ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଦଳରୁ ବାଦ ଦେବାର ପ୍ରକୃତ କାରଣ କହିଲେ ଶ୍ରେୟସ ଆୟର, ଆଶ୍ଚର୍ଯ୍ୟ ହେଲେ ପ୍ରଶଂସକ

ନୂଆଦିଲ୍ଲୀ,୧୨।୭: ଶନିବାର ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ରେ ଭାରତୀୟ ଦଳ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଏକାଦଶରୁ ବାଦ ଦେଇଥିଲା। ସଞ୍ଜୁ ସାମସନ ତିନୋଟି ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri