ଆଉ ୧୦ ଲକ୍ଷ ଟଙ୍କା ଦେଲେ ଏମ୍‌ପି

ଢେଙ୍କାନାଳ ଅଫିସ, ୨୯। ୩: କରୋନା ମୁକାବିଲା ପାଇଁ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ନିଜର ଏମ୍‌ପି ଲାଡ୍‌ରୁ ୩୬ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛନ୍ତି। ଶୁକ୍ରବାର ସେ ୨୬ଲକ୍ଷ ଟଙ୍କା ପ୍ରଦାନ କରିଥିବାବେଳେ ଶନିବାର ଆଉ ୧୦ ଲକ୍ଷ ଟଙ୍କା ଦେଇଛନ୍ତି। କରୋନା ଆକ୍ରାନ୍ତ ରୋଗୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇଦେବା ଏବଂ ସ୍ବାସ୍ଥ୍ୟସେବା ଭିତ୍ତିଭୂମିର ବିକାଶ ଲାଗି ଜିଲା ପ୍ରଶାସନ ପକ୍ଷରୁ ଅଟକଳ ପ୍ରସ୍ତୁତ କରାଯାଇ ଏମ୍‌ପିଙ୍କୁ ଅବଗତ କରାଯାଇଥିଲା। ଏହାପରେ ଏମ୍‌ପି ନିଜର ହାତପାଣ୍ଠିରୁ ଏହି ସହାୟତା ଦେଇଥିବା କହିଛନ୍ତି। ଏ ନେଇ ସେ ଜିଲାପାଳଙ୍କୁ ଅବଗତ କରାଇଛନ୍ତି। ଅନ୍ୟପକ୍ଷରେ ଜିଲାରେ ସଂକ୍ରମଣ ପ୍ରତିରୋଧ ଲାଗି ସମସ୍ତେ ଆବଶ୍ୟକ ସତର୍କତା ଅବଲମ୍ବନ କରିବା, ସରକାରଙ୍କ ଲକ୍‌ଡାଉନ ନିୟମକକୁ କଡ଼ାକଡ଼ି ଭାବେ ପାଳନ କରିବା, ଏ ନେଇ ନିଜେ ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରିବାକୁ ଏମ୍‌ପି ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ

ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri