ଆଉ ୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୯୩କୁ ବୃଦ୍ଧି

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୩୯୩କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଖୋର୍ଦ୍ଧା ଜିଲାରୁ ଜଣେ ୫୮ ବର୍ଷୀୟ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ୮୭ ବର୍ଷୀୟ ବୃଦ୍ଧଙ୍କର ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୭,୦୦୩ରେ ପହଞ୍ଚିଥିବା ବେଳେ ୧୦,୩୬,୨୩୦ଜଣ ସୁସ୍ଥ ହୋଇଛନ୍ତି। ୨୩୨୭ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୩୯୩କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୨୪ା୮: ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri