Posted inଜାତୀୟ

ଆକାଶ ବିଜୟବର୍ଗୀୟ ମାମଲା: ମୁହଁ ଖୋଲିଲେ ମୋଦି 

ନୂଆଦିଲ୍ଲୀ,୨।୭: ମଧ୍ୟପ୍ରଦେଶ ନିଗମକର୍ମୀଙ୍କୁ ମାଡ଼ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମୁହଁ ଖୋଲିଛନ୍ତି। ସଂସଦୀୟ ଦଳ ବୈଠକରେ କାହାର ନାମ ନ ନେଇ ସେ କହିଛନ୍ତି ଏପରି ବ୍ୟକ୍ତିଙ୍କୁ ଦଳରୁ ବାହାର କରିଦେବା ଆବଶ୍ୟକ। ତାଙ୍କର ଦଳରେ କୌଣସି ସ୍ଥାନ ନାହିଁ। ବେଟମାର୍‌ ବିଧାୟକ ଆକାଶ ବିଜୟବର୍ଗୀୟ ଏଭଳି କରିଥିବା ଅଭିଯୋଗ ହୋଇଛି। ଆକାଶ ଭାଜପା ରାଷ୍ଟ୍ରୀୟ ମହାସଚିବ କୈଳାସ ବିଜୟବର୍ଗୀୟଙ୍କ ପୁଅ। ମୋଦିଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ସୂଚନାଯୋଗ୍ୟ,ଜୁନ୍‌ ୨୬ରେ ଇନ୍ଦୋରରେ ଏକ କୋଠାଘର ଭାଙ୍ଗିବାକୁ ଆସିଥିବା ନଗର ନିଗମ କର୍ମଚାରୀଙ୍କୁ ଆକାଶ କ୍ରିକେଟ ବ୍ୟାଟ୍‌ରେ ପିଟିଥିଲେ। ଏହି ଅଭିଯୋଗରେ ତାଙ୍କ ନାମରେ ଏକ ମାମଲା ଦାଏର କରାଯାଇଥିଲା। ପରେ ସେ ଜେଲ ଯଇଥିଲେ। ରବିବାର ତାଙ୍କର ଜାମିନ ମଞ୍ଜୁର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Video: ହନୁମାନଙ୍କ ଆଶୀର୍ବାଦ ପାଇବା ପରେ ଇନିଂସ ଆରମ୍ଭ କରିଥିଲେ ବୈଭବ ସୂର୍ଯ୍ୟବଂଶୀ, ହେଲିକପ୍ଟର ସଟ ମାରି ନିଜର ଶକ୍ତି ଦେଖାଇଲେ…

ନୂଆଦିଲ୍ଲୀ,୧୬।୭: ବୈଭବ ସୂର୍ଯ୍ୟବଂଶୀ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହି ସଫଳତା ସହିତ, ୧୫ବର୍ଷୀୟ…

ଗଞ୍ଜାମରେ ରଥଯାତ୍ରା; ମାଉସୀ ମା’ ମନ୍ଦିରରେ ପହଞ୍ଚି ଦର୍ଶନ ଦେଲେ ତିନି ଠାକୁର, କୁନି ଭକ୍ତ କଲେ….

ଗଞ୍ଜାମ,୧୬।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଚଳିତ ବର୍ଷ ରଥଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି…

ISROର ୧୦୦ ସାଇଣ୍ଟିଷ୍ଟ ଚାକିରି ଛାଡିବା ପରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୬।୭: ଭାରତ ସରକାର ISRO ବୈଜ୍ଞାନିକମାନଙ୍କ ପାଇଁ ଇସ୍ତଫା ଏବଂ ଅକାଳ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି। ଏକ ସରକାରୀ ନିର୍ଦ୍ଦେଶରେ ISROରେ ଗ୍ରୁପ A…

ପୁରୁଷୋତ୍ତମପୁରରେ ରଥଯାତ୍ରା: ବର୍ଷାରେ ଭିଜିଲେ କାଳିଆ ସାଆନ୍ତ

ପୁରୁଷୋତ୍ତମପୁର,୧୬ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ହେଲେ ଦୀର୍ଘ ୪ ଦିନ ଧରି ଦାଉ ସାଧି ଲାଗିରହିଥିବା ଲଗାଣ…

୨୨କୋଟି ଵ୍ୟୟ ଅଟକଳରେ ନବୀକରଣ ହୋଇଛି କେସିଙ୍ଗା ରେଲୱେ ଷ୍ଟେଶନ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅଧିନସ୍ଥ କେସିଙ୍ଗା ରେଲୱେ ଷ୍ଟେଶନର ଶୁଭ ଉଦଘାଟନ ଶୁକ୍ରବାର ରେଳ ବିଭାଗ ପକ୍ଷରୁ କରାଯିବ । କେସିଙ୍ଗା ଷ୍ଟେଶନର ନବୀକରଣ…

ବିଶ୍ୱରେ ଚାଇନାର ପ୍ରାଧାନ୍ୟ, ପ୍ରଭାବଶାଳୀ ନେତାଙ୍କ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ପଛରେ ପକାଇଲେ ଜିନପିଙ୍ଗ

ବେଜିଂ,୧୬।୭: ଏକ ସର୍ଭେରେ ଚାଇନା ଆମେରିକା ତୁଳନାରେ ଭଲ ସ୍ଥିତିରେ ଥିବା ଦର୍ଶାଯାଇଛି। ସମ୍ପ୍ରତି, ପିଉ ରିସର୍ଚ୍ଚ ସେଣ୍ଟର 2026 ଆରମ୍ଭରେ ୩୬ଟି ଦେଶରେ ଏକ ସର୍ଭେ…

ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜ ଉପରେ ଟିକସ ଲଗାଇପାରିବେ କି? ଜାଣନ୍ତୁ କ’ଣ କହୁଛି ଅନ୍ତର୍ଜାତୀୟ ଆଇନ

ତେହରାନ,୧୬।୭: ବିଶ୍ୱ ରାଜନୈତିକ ଏବଂ ରଣନୈତିକ ମୋର୍ଚ୍ଚାରେ ଆମେରିକା ଏବଂ ଇରାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ପୁଣିଥରେ ସଂଘର୍ଷର ଏକ ପ୍ରମୁଖ କେନ୍ଦ୍ର ପାଲଟିଛି। ଏହି ଗୁରୁତ୍ୱପୂର୍ଣ୍ଣ…

ମାତ୍ର ୧ ଟଙ୍କାରେ ୧ ଲକ୍ଷ କୋଟି ଟଙ୍କା ବିବାଦର ସମାଧାନ କରିବେ ସୁପ୍ରିମକୋର୍ଟ: ଜାଣନ୍ତୁ ଚର୍ଚ୍ଚିତ ମାମଲା ବିଷୟରେ

ନୂଆଦିଲ୍ଲୀ,୧୬।୭: ଦେଶର ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକ ମଧ୍ୟରୁ ଅନ୍ୟତମ କଲ୍ୟାଣୀ ପରିବାର ସହିତ ଜଡିତ ପାରିବାରିକ ବିବାଦ ଏକ ଗୁରୁତ୍ୱପୂର୍ଣ୍ଣ ଆଇନଗତ ମୋଡ଼ରେ ପହଞ୍ଚିଛି। ପ୍ରାୟ ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri